ଗଣନା ପୁସ୍ତକ 21:33 - ପବିତ୍ର ବାଇବଲ33 ତହୁଁ ସେମାନେ ବାଶନ ଆଡ଼କୁ ଅଗ୍ରସର ହେଲେ। ବାଶନର ରାଜା ଓଗ ତାହାର ଲୋକମାନେ ସେମାନଙ୍କ ସହିତ ଇଦ୍ରିୟୀଠାରେ ଯୁଦ୍ଧ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)33 ତହୁଁ ସେମାନେ ଫେରି ବାଶନର ପଥ ଦେଇ ଉଠିଗଲେ; ତହିଁରେ ବାଶନର ରାଜା ଓଗ, ସେ ଓ ତାହାର ସମସ୍ତ ଲୋକ ସେମାନଙ୍କ ପ୍ରତିକୂଳରେ ବାହାର ହୋଇ ଇଦ୍ରିୟୀରେ ଯୁଦ୍ଧ କଲେ। Viz kapitolaଓଡିଆ ବାଇବେଲ33 ତହୁଁ ସେମାନେ ଫେରି ବାଶନର ପଥ ଦେଇ ଉଠି ଗଲେ; ତହିଁରେ ବାଶନର ରାଜା ଓଗ୍, ସେ ଓ ତାହାର ସମସ୍ତ ଲୋକ ସେମାନଙ୍କ ପ୍ରତିକୂଳରେ ବାହାର ହୋଇ ଇଦ୍ରିୟୀରେ ଯୁଦ୍ଧ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ତହୁଁ ସେମାନେ ଫେରି ବାଶନର ପଥ ଦେଇ ଉଠିଗଲେ; ତହିଁରେ ବାଶନର ରାଜା ଓଗ୍, ସେ ଓ ତାହାର ସମସ୍ତ ଲୋକ ସେମାନଙ୍କ ପ୍ରତିକୂଳରେ ବାହାର ହୋଇ ଇଦ୍ରିୟୀରେ ଯୁଦ୍ଧ କଲେ। Viz kapitola |