ଗଣନା ପୁସ୍ତକ 22:12 - ପବିତ୍ର ବାଇବଲ12 କିନ୍ତୁ ପରମେଶ୍ୱର ବିଲିୟମକୁ କହିଲେ, “ତୁମ୍ଭେ ସେମାନଙ୍କ ସହିତ ଯିବା ଉଚିତ୍ ନୁହଁ, ତୁମ୍ଭେ ସେହି ଲୋକମାନଙ୍କୁ ଅଭିଶାପ ଦେବା ଉଚିତ୍ ନୁହଁ। କାରଣ ଇସ୍ରାଏଲ ମୋର ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହୋଇଅଛି।” Viz kapitolaପବିତ୍ର ବାଇବଲ (Re-edited) - (BSI)12 ତହିଁରେ ପରମେଶ୍ଵର ବିଲୀୟମକୁ କହିଲେ, ତୁମ୍ଭେ ସେମାନଙ୍କ ସଙ୍ଗେ ଯିବ ନାହିଁ; ତୁମ୍ଭେ ସେହି ଲୋକମାନଙ୍କୁ ଶାପ ଦେବ ନାହିଁ; କାରଣ ସେମାନେ ଆଶୀର୍ବାଦପ୍ରାପ୍ତ ଅଟନ୍ତି। Viz kapitolaଓଡିଆ ବାଇବେଲ12 ତହିଁରେ ପରମେଶ୍ୱର ବିଲୀୟମ୍କୁ କହିଲେ, “ତୁମ୍ଭେ ସେମାନଙ୍କ ସଙ୍ଗେ ଯିବ ନାହିଁ; ତୁମ୍ଭେ ସେହି ଲୋକମାନଙ୍କୁ ଅଭିଶାପ ଦେବ ନାହିଁ; କାରଣ ସେମାନେ ଆଶୀର୍ବାଦପ୍ରାପ୍ତ ଅଟନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତହିଁରେ ପରମେଶ୍ୱର ବିଲୀୟମ୍କୁ କହିଲେ, “ତୁମ୍ଭେ ସେମାନଙ୍କ ସଙ୍ଗେ ଯିବ ନାହିଁ; ତୁମ୍ଭେ ସେହି ଲୋକମାନଙ୍କୁ ଅଭିଶାପ ଦେବ ନାହିଁ; କାରଣ ସେମାନେ ଆଶୀର୍ବାଦ ପ୍ରାପ୍ତ ଅଟନ୍ତି।” Viz kapitola |