ଗଣନା ପୁସ୍ତକ 22:21 - ପବିତ୍ର ବାଇବଲ21 ତା’ ପରଦିନ, ବିଲିୟମ ନିଜର ଗଧ ଉପରେ ଆରୋହଣ କରି ମୋୟାବର ଅଧିପତିମାନଙ୍କ ସହିତ ଗମନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ତହିଁରେ ବିଲୀୟମ ପ୍ରାତଃକାଳରେ ଉଠି ଆପଣା ଗର୍ଦ୍ଦଭୀ ସଜାଇ ମୋୟାବର ଅଧିପତିମାନଙ୍କ ସହିତ ଗମନ କଲା। Viz kapitolaଓଡିଆ ବାଇବେଲ21 ତହିଁରେ ବିଲୀୟମ୍ ପ୍ରାତଃକାଳରେ ଉଠି ଆପଣା ଗର୍ଦ୍ଦଭୀ ସଜାଇ ମୋୟାବର ଅଧିପତିମାନଙ୍କ ସହିତ ଗମନ କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ତହିଁରେ ବିଲୀୟମ୍ ପ୍ରାତଃକାଳରେ ଉଠି ଆପଣା ଗର୍ଦ୍ଦଭୀ ସଜାଇ ମୋୟାବର ଅଧିପତିମାନଙ୍କ ସହିତ ଗମନ କଲା। Viz kapitola |