ଗଣନା ପୁସ୍ତକ 22:22 - ପବିତ୍ର ବାଇବଲ22 ସେତେବେଳେ ବିଲିୟମ ଆପଣା ଦୁଇ ଦାସଙ୍କ ସହିତ ଗଧ ଉପରେ ଚଢ଼ି ଯାଉଥିଲେ। ପରମେଶ୍ୱରଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା। ଆଉ ସଦାପ୍ରଭୁଙ୍କ ଦୂତ ତାହାର ଶତ୍ରୁରୂପେ ପଥ ମଧ୍ୟରେ ଠିଆ ହୋଇ ରହିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)22 ଏଥିରେ ସେ ଯିବା ସକାଶୁ ପରମେଶ୍ଵରଙ୍କ କ୍ରୋଧ ପ୍ରଜ୍ଵଳିତ ହେଲା, ପୁଣି ସଦାପ୍ରଭୁଙ୍କ ଦୂତ ତାହାର ଶତ୍ରୁ ରୂପେ ପଥ ମଧ୍ୟରେ ଠିଆ ହୋଇ ରହିଲେ; ସେତେବେଳେ ସେ ଆପଣା ଗର୍ଦ୍ଦଭୀ ଉପରେ ଚଢ଼ି ଯାଉଥିଲା ଓ ତାହାର ଦୁଇ ଦାସ ତାହା ସଙ୍ଗରେ ଥିଲେ। Viz kapitolaଓଡିଆ ବାଇବେଲ22 ଏଥିରେ ସେ ଯିବା ସକାଶୁ ପରମେଶ୍ୱରଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା, ପୁଣି, ସଦାପ୍ରଭୁଙ୍କ ଦୂତ ତାହାର ଶତ୍ରୁ ରୂପେ ପଥ ମଧ୍ୟରେ ଠିଆ ହୋଇ ରହିଲେ; ସେତେବେଳେ ସେ ଆପଣା ଗର୍ଦ୍ଦଭୀ ଉପରେ ଚଢ଼ି ଯାଉଥିଲା ଓ ତାହାର ଦୁଇ ଦାସ ତାହା ସଙ୍ଗରେ ଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଏଥିରେ ସେ ଯିବା ସକାଶୁ ପରମେଶ୍ୱରଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା, ପୁଣି, ସଦାପ୍ରଭୁଙ୍କ ଦୂତ ତାହାର ଶତ୍ରୁ ରୂପେ ପଥ ମଧ୍ୟରେ ଠିଆ ହୋଇ ରହିଲେ; ସେତେବେଳେ ସେ ଆପଣା ଗର୍ଦ୍ଦଭୀ ଉପରେ ଚଢ଼ି ଯାଉଥିଲା ଓ ତାହାର ଦୁଇ ଦାସ ତାହା ସଙ୍ଗରେ ଥିଲେ। Viz kapitola |