ଗଣନା ପୁସ୍ତକ 22:26 - ପବିତ୍ର ବାଇବଲ26 ଏହା ପରେ ସଦାପ୍ରଭୁଙ୍କ ଦୂତ ଆହୁରି ଆଗକୁ ଯାଇ ଏକ ସଂକୀର୍ଣ୍ଣ ସ୍ଥାନରେ ଠିଆ ହେଲେ, ସେଠାରେ ଗଧକୁ ବାମ କିମ୍ବା ଡାହାଣକୁ ଫେରିବାର ସ୍ଥାନ ନ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)26 ଏଉତ୍ତାରେ ସଦାପ୍ରଭୁଙ୍କ ଦୂତ ଆହୁରି ଆଗକୁ ଯାଇ ଏକ ସଂକୀର୍ଣ୍ଣ ସ୍ଥାନରେ ଠିଆ ହେଲେ, ସେଠାରେ ଡାହାଣରେ କି ବାମରେ ଫେରିବାର ସ୍ଥାନ ନ ଥିଲା। Viz kapitolaଓଡିଆ ବାଇବେଲ26 ଏଉତ୍ତାରେ ସଦାପ୍ରଭୁଙ୍କ ଦୂତ ଆହୁରି ଆଗକୁ ଯାଇ ଏକ ସଂକୀର୍ଣ୍ଣ ସ୍ଥାନରେ ଠିଆ ହେଲେ, ସେଠାରେ ଡାହାଣରେ କିମ୍ବା ବାମରେ ଫେରିବାର ସ୍ଥାନ ନ ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଏଉତ୍ତାରେ ସଦାପ୍ରଭୁଙ୍କ ଦୂତ ଆହୁରି ଆଗକୁ ଯାଇ ଏକ ସଂକୀର୍ଣ୍ଣ ସ୍ଥାନରେ ଠିଆ ହେଲେ, ସେଠାରେ ଡାହାଣରେ କିମ୍ବା ବାମରେ ଫେରିବାର ସ୍ଥାନ ନ ଥିଲା। Viz kapitola |