Online Bible

- Reklamy -




ଗଣନା ପୁସ୍ତକ 22:27 - ପବିତ୍ର ବାଇବଲ

27 ସେତେବେଳେ ଗଧ ସଦାପ୍ରଭୁଙ୍କ ଦୂତକୁ ଦେଖି ବିଲିୟମକୁ ପିଠିରେ ଧରି ତଳେ ଶୋଇ ପଡ଼ିଲା। ଏଥିରେ ବିଲିୟମର କ୍ରୋଧ ପ୍ରଜ୍ୱଳିତ ହେଲା ଓ ଗଧକୁ ଆପଣା ଆଶାବାଡ଼ିରେ ପ୍ରହାର କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

27 ସେତେବେଳେ ଗର୍ଦ୍ଦଭୀ ସଦାପ୍ରଭୁଙ୍କୁ ଦୂତଙ୍କୁ ଦେଖି ବିଲୀୟମର ତଳେ ଶୋଇ ପଡ଼ିଲା; ତହିଁରେ ବିଲୀୟମର କ୍ରୋଧ ପ୍ରଜ୍ଵଳିତ ହୁଅନ୍ତେ, ସେ ଗର୍ଦ୍ଦଭୀକି ଆପଣା ଯଷ୍ଟିରେ ପ୍ରହାର କଲା।

Viz kapitola kopírovat

ଓଡିଆ ବାଇବେଲ

27 ସେତେବେଳେ ଗର୍ଦ୍ଦଭୀ ସଦାପ୍ରଭୁଙ୍କ ଦୂତଙ୍କୁ ଦେଖି ବିଲୀୟମ୍‍ର ତଳେ ଶୋଇ ପଡ଼ିଲା; ତହିଁରେ ବିଲୀୟମ୍‍ର କ୍ରୋଧ ପ୍ରଜ୍ୱଳିତ ହୁଅନ୍ତେ, ସେ ଗର୍ଦ୍ଦଭୀକୁ ଆପଣା ଯଷ୍ଟିରେ ପ୍ରହାର କଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ସେତେବେଳେ ଗର୍ଦ୍ଦଭୀ ସଦାପ୍ରଭୁଙ୍କ ଦୂତଙ୍କୁ ଦେଖି ବିଲୀୟମ୍‍ର ତଳେ ଶୋଇ ପଡ଼ିଲା; ତହିଁରେ ବିଲୀୟମ୍‍ର କ୍ରୋଧ ପ୍ରଜ୍ୱଳିତ ହୁଅନ୍ତେ, ସେ ଗର୍ଦ୍ଦଭୀକୁ ଆପଣା ଯଷ୍ଟିରେ ପ୍ରହାର କଲା।

Viz kapitola kopírovat




ଗଣନା ପୁସ୍ତକ 22:27

Následuj nás:

Reklamy


Reklamy