ଗଣନା ପୁସ୍ତକ 22:31 - ପବିତ୍ର ବାଇବଲ31 ଏଥିରେ ସଦାପ୍ରଭୁ ବିଲିୟମର ଚକ୍ଷୁ ଖୋଲି ଦେଲେ ଏବଂ ସେ ସଦାପ୍ରଭୁଙ୍କ ଦୂତକୁ ପଥ ମଧ୍ୟରେ ଖଡ଼୍ଗ ଧାରଣ କରି ଛିଡ଼ା ହୋଇଥିବା ଦେଖିଲା। ତହିଁରେ ସେ ହତାଶ ହୋଇ ଭୂମିରେ ପଡ଼ି ଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)31 ଏଥିରେ ସଦାପ୍ରଭୁ ବିଲୀୟମର ଚକ୍ଷୁ ପ୍ରସନ୍ନ କରନ୍ତେ, ସେ ସଦାପ୍ରଭୁଙ୍କ ଦୂତଙ୍କୁ ପଥ ମଧ୍ୟରେ ନିଷ୍କୋଷ ଖଡ଼୍ଗ ହସ୍ତରେ ଧରି ଠିଆ ହୋଇଥିବାର ଦେଖିଲା; ତହିଁରେ ସେ ମସ୍ତକ ନୁଆଁଇ ମୁହଁ ମାଡ଼ି ପଡ଼ିଲା। Viz kapitolaଓଡିଆ ବାଇବେଲ31 ଏଥିରେ ସଦାପ୍ରଭୁ ବିଲୀୟମ୍ର ଚକ୍ଷୁ ପ୍ରସନ୍ନ କରନ୍ତେ, ସେ ସଦାପ୍ରଭୁଙ୍କ ଦୂତଙ୍କୁ ପଥ ମଧ୍ୟରେ ନିଷ୍କୋଷ ଖଡ୍ଗ ହସ୍ତରେ ଧରି ଠିଆ ହୋଇଥିବାର ଦେଖିଲା; ତହିଁରେ ସେ ମସ୍ତକ ନୁଆଁଇ ମୁହଁ ମାଡ଼ି ପଡ଼ିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ଏଥିରେ ସଦାପ୍ରଭୁ ବିଲୀୟମ୍ର ଚକ୍ଷୁ ପ୍ରସନ୍ନ କରନ୍ତେ, ସେ ସଦାପ୍ରଭୁଙ୍କ ଦୂତଙ୍କୁ ପଥ ମଧ୍ୟରେ ନିଷ୍କୋଷ ଖଡ୍ଗ ହସ୍ତରେ ଧରି ଠିଆ ହୋଇଥିବାର ଦେଖିଲା; ତହିଁରେ ସେ ମସ୍ତକ ନୁଆଁଇ ମୁହଁ ମାଡ଼ି ପଡ଼ିଲା। Viz kapitola |