ଗଣନା ପୁସ୍ତକ 22:35 - ପବିତ୍ର ବାଇବଲ35 ତା'ପରେ ସଦାପ୍ରଭୁଙ୍କ ଦୂତ ବିଲିୟମକୁ କହିଲେ, “ସେହି ଲୋକମାନଙ୍କ ସଙ୍ଗେ ଯାଅ। ମାତ୍ର ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା କେବଳ ତାହା ତୁମ୍ଭେ କହିବ।” ତହୁଁ ବିଲିୟମ ବାଲାକଙ୍କ ଅଧିପତିମାନଙ୍କ ସହିତ ଗମନ କଲା। Viz kapitolaପବିତ୍ର ବାଇବଲ (Re-edited) - (BSI)35 ତହିଁରେ ସଦାପ୍ରଭୁଙ୍କ ଦୂତ ବିଲୀୟମକୁ କହିଲେ, ସେହି ଲୋକମାନଙ୍କ ସଙ୍ଗେ ଯାଅ; ମାତ୍ର ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା, କେବଳ ତାହା ତୁମ୍ଭେ କହିବ। ତହିଁରେ ବିଲୀୟମ ବାଲାକଙ୍କ ଅଧିପତିମାନଙ୍କ ସହିତ ଗମନ କଲା। Viz kapitolaଓଡିଆ ବାଇବେଲ35 ତହିଁରେ ସଦାପ୍ରଭୁଙ୍କ ଦୂତ ବିଲୀୟମ୍କୁ କହିଲେ, “ସେହି ଲୋକମାନଙ୍କ ସଙ୍ଗେ ଯାଅ; ମାତ୍ର ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା, କେବଳ ତାହା ତୁମ୍ଭେ କହିବ।” ତହିଁରେ ବିଲୀୟମ୍ ବାଲାକଙ୍କ ଅଧିପତିମାନଙ୍କ ସହିତ ଗମନ କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ତହିଁରେ ସଦାପ୍ରଭୁଙ୍କ ଦୂତ ବିଲୀୟମ୍କୁ କହିଲେ, “ସେହି ଲୋକମାନଙ୍କ ସଙ୍ଗେ ଯାଅ; ମାତ୍ର ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା, କେବଳ ତାହା ତୁମ୍ଭେ କହିବ।” ତହିଁରେ ବିଲୀୟମ୍ ବାଲାକଙ୍କ ଅଧିପତିମାନଙ୍କ ସହିତ ଗମନ କଲା। Viz kapitola |