ଗଣନା ପୁସ୍ତକ 23:17 - ପବିତ୍ର ବାଇବଲ17 ତହୁଁ ସେ ବାଲାକ୍ ନିକଟକୁ ଫେରି ଆସିଲେ ଏବଂ ତାକୁ ନିଜର ଯଜ୍ଞବେଦି ନିକଟରେ ଛିଡ଼ା ହୋଇଥିବାର ଦେଖିଲେ। ମୋୟାବର କୁଳୀନମାନେ ମଧ୍ୟ ତାଙ୍କ ସହିତ ଥିଲେ। ବାଲାକ୍ ତାଙ୍କୁ ପଗ୍ଭରିଲେ, “ସଦାପ୍ରଭୁ ତୁମ୍ଭକୁ କ’ଣ କହିଲେ?” Viz kapitolaପବିତ୍ର ବାଇବଲ (Re-edited) - (BSI)17 ତହୁଁ ସେ ତାଙ୍କ ନିକଟକୁ ଆସିଲା, ଆଉ ଦେଖ, ସେ ଆପଣା ହୋମବଳି ନିକଟରେ ଠିଆ ହୋଇଥିଲେ, ଆଉ ମୋୟାବର ଅଧିପତିମାନେ ତାଙ୍କ ସଙ୍ଗରେ ଥିଲେ। ତେବେ ବାଲାକ ତାକୁ ପଚାରିଲେ, ସଦାପ୍ରଭୁ କଅଣ କହିଅଛନ୍ତି? Viz kapitolaଓଡିଆ ବାଇବେଲ17 ତହୁଁ ସେ ତାଙ୍କ ନିକଟକୁ ଆସିଲା, ଆଉ ଦେଖ, ସେ ଆପଣା ହୋମବଳି ନିକଟରେ ଠିଆ ହୋଇଥିଲେ, ଆଉ ମୋୟାବର ଅଧିପତିମାନେ ତାଙ୍କ ସଙ୍ଗରେ ଥିଲେ। ତେବେ ବାଲାକ ତାକୁ ପଚାରିଲେ, ସଦାପ୍ରଭୁ କଅଣ କହିଅଛନ୍ତି ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ତହୁଁ ସେ ତାଙ୍କ ନିକଟକୁ ଆସିଲା, ଆଉ ଦେଖ, ସେ ଆପଣା ହୋମବଳି ନିକଟରେ ଠିଆ ହୋଇଥିଲେ, ଆଉ ମୋୟାବର ଅଧିପତିମାନେ ତାଙ୍କ ସଙ୍ଗରେ ଥିଲେ। ତେବେ ବାଲାକ ତାକୁ ପଚାରିଲେ, “ସଦାପ୍ରଭୁ କଅଣ କହିଅଛନ୍ତି?” Viz kapitola |