ଗଣନା ପୁସ୍ତକ 23:21 - ପବିତ୍ର ବାଇବଲ21 ସେ ଯାକୁବ ପରିବାରର ପାପ ଦେଖନ୍ତି ନାହିଁ। ଏବଂ ଇସ୍ରାଏଲ ମଧ୍ୟରେ ପାପ ଦେଖି ନାହାନ୍ତି। ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ସେମାନଙ୍କ ସହିତ ଅଛନ୍ତି। ସେମାନଙ୍କ ରାଜାଙ୍କର ଜୟଧ୍ୱନୀ ସେମାନଙ୍କ ମଧ୍ୟରେ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)21 ସେ ଯାକୁବ ମଧ୍ୟରେ ଅଧର୍ମ ଦୃଷ୍ଟିଗୋଚର କରି ନାହାନ୍ତି, କିଅବା ସେ ଇସ୍ରାଏଲ ମଧ୍ୟରେ ଉପଦ୍ରବ ଦେଖି ନାହାନ୍ତି; ସେମାନଙ୍କର ପରମେଶ୍ଵର ସଦାପ୍ରଭୁ ସେମାନଙ୍କ ସଙ୍ଗରେ ଅଛନ୍ତି, ପୁଣି ରାଜାର ଜୟଧ୍ଵନି ସେମାନଙ୍କ ମଧ୍ୟରେ ଅଛି। Viz kapitolaଓଡିଆ ବାଇବେଲ21 ସେ ଯାକୁବ ମଧ୍ୟରେ ଅଧର୍ମ ଦୃଷ୍ଟିଗୋଚର କରି ନାହାନ୍ତି, କିଅବା ସେ ଇସ୍ରାଏଲ ମଧ୍ୟରେ ଉପଦ୍ରବ ଦେଖି ନାହାନ୍ତି; ସେମାନଙ୍କର ପରମେଶ୍ୱର ସଦାପ୍ରଭୁ ସେମାନଙ୍କ ସଙ୍ଗରେ ଅଛନ୍ତି, ପୁଣି, ରାଜାର ଜୟଧ୍ୱନି ସେମାନଙ୍କ ମଧ୍ୟରେ ଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ସେ ଯାକୁବ ମଧ୍ୟରେ ଅଧର୍ମ ଦୃଷ୍ଟିଗୋଚର କରି ନାହାନ୍ତି, କିଅବା ସେ ଇସ୍ରାଏଲ ମଧ୍ୟରେ ଉପଦ୍ରବ ଦେଖି ନାହାନ୍ତି; ସେମାନଙ୍କର ପରମେଶ୍ୱର ସଦାପ୍ରଭୁ ସେମାନଙ୍କ ସଙ୍ଗରେ ଅଛନ୍ତି, ପୁଣି, ରାଜାର ଜୟଧ୍ୱନି ସେମାନଙ୍କ ମଧ୍ୟରେ ଅଛି। Viz kapitola |