ଗଣନା ପୁସ୍ତକ 23:25 - ପବିତ୍ର ବାଇବଲ25 ଅନନ୍ତର ବାଲାକ୍ ବିଲିୟମକୁ କହିଲେ, “ତୁମ୍ଭେ ସେମାନଙ୍କୁ କିଛି ଶାପ ଦିଅ ନାହିଁ କିମ୍ବା ଆଶୀର୍ବାଦ କର ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)25 ଅନନ୍ତର ବାଲାକବିଲୀୟମକୁ କହିଲେ, ତୁମ୍ଭେ ସେମାନଙ୍କୁ କିଛି ଶାପ ଦିଅ ନାହିଁ, କିଅବା ସେମାନଙ୍କୁ କିଛି ଆଶୀର୍ବାଦ କର ନାହିଁ। Viz kapitolaଓଡିଆ ବାଇବେଲ25 ଏଥିଉତ୍ତାରେ ବାଲାକ ବିଲୀୟମ୍କୁ କହିଲେ, “ତୁମ୍ଭେ ସେମାନଙ୍କୁ କିଛି ଅଭିଶାପ ଦିଅ ନାହିଁ, କିଅବା ସେମାନଙ୍କୁ କିଛି ଆଶୀର୍ବାଦ କର ନାହିଁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଏଥିଉତ୍ତାରେ ବାଲାକ ବିଲୀୟମ୍କୁ କହିଲେ, “ତୁମ୍ଭେ ସେମାନଙ୍କୁ କିଛି ଅଭିଶାପ ଦିଅ ନାହିଁ, କିଅବା ସେମାନଙ୍କୁ କିଛି ଆଶୀର୍ବାଦ କର ନାହିଁ।” Viz kapitola |