ଗଣନା ପୁସ୍ତକ 23:30 - ପବିତ୍ର ବାଇବଲ30 ତେଣୁ ବାଲାକ୍ ସେହି ଅନୁସାରେ କଲେ ଓ ପ୍ରତ୍ୟେକ ଯଜ୍ଞବେଦିରେ ଗୋଟିଏ ଗୋବତ୍ସ ଓ ଗୋଟିଏ ଗୋଟିଏ ଅଣ୍ତିରା ମେଷ ଉତ୍ସର୍ଗ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)30 ତହୁଁ ବାଲାକ ବିଲୀୟମର କଥାନୁସାରେ କଲେ ଓ ପ୍ରତ୍ୟେକ ବେଦିରେ ଏକ ଏକ ଗୋବତ୍ସ ଓ ଏକ ଏକ ମେଷ ଉତ୍ସର୍ଗ କଲେ। Viz kapitolaଓଡିଆ ବାଇବେଲ30 ତହୁଁ ବାଲାକ ବିଲୀୟମ୍ର କଥାନୁସାରେ କଲେ ଓ ପ୍ରତ୍ୟେକ ବେଦିରେ ଏକ ଏକ ଗୋବତ୍ସ ଓ ଏକ ଏକ ମେଷ ଉତ୍ସର୍ଗ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ତହୁଁ ବାଲାକ ବିଲୀୟମ୍ର କଥାନୁସାରେ କଲେ ଓ ପ୍ରତ୍ୟେକ ବେଦିରେ ଏକ ଏକ ଗୋବତ୍ସ ଓ ଏକ ଏକ ମେଷ ଉତ୍ସର୍ଗ କଲେ। Viz kapitola |