ଗଣନା ପୁସ୍ତକ 24:1 - ପବିତ୍ର ବାଇବଲ1 ବିଲିୟମ ହୃଦ୍ବୋଧ କଲେ ଯେ, ସଦାପ୍ରଭୁ ଇସ୍ରାଏଲକୁ ଆଶୀର୍ବାଦ କରିବାକୁ ଗ୍ଭହିଁଲେ। ତେଣୁ ସେ ପୂର୍ବପରି କୌଣସି ନୈବେଦ୍ୟ ପ୍ରୟୋଗ କରିବା ପାଇଁ ଚେଷ୍ଟା କଲେ ନାହିଁ। କିନ୍ତୁ ସେ ତୁଚ୍ଛାଟାରେ ମରୁଭୂମି ଆଡ଼େ ନିଜ ମୁଖ ରଖିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଇସ୍ରାଏଲକୁ ଆଶୀର୍ବାଦ କରିବା ସଦାପ୍ରଭୁଙ୍କ ଦୃଷ୍ଟିରେ ଭଲ, ଏହା ଦେଖି ବିଲୀ ୟମ ପୂର୍ବ ପରି ଗଣକତା ସାଧିବା ପାଇଁ ଗଲା ନାହିଁ, ମାତ୍ର ପ୍ରାନ୍ତର ଆଡ଼େ ଆପଣା ମୁଖ ରଖିଲା। Viz kapitolaଓଡିଆ ବାଇବେଲ1 ଏଥିଉତ୍ତାରେ ଇସ୍ରାଏଲକୁ ଆଶୀର୍ବାଦ କରିବା ସଦାପ୍ରଭୁଙ୍କ ଦୃଷ୍ଟିରେ ଭଲ, ଏହା ଦେଖି ବିଲୀୟମ୍ ପୂର୍ବ ପରି ଗଣକତା ସାଧିବା ପାଇଁ ଗଲା ନାହିଁ, ମାତ୍ର ପ୍ରାନ୍ତର ଆଡ଼େ ଆପଣା ମୁଖ ରଖିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଇସ୍ରାଏଲକୁ ଆଶୀର୍ବାଦ କରିବା ସଦାପ୍ରଭୁଙ୍କ ଦୃଷ୍ଟିରେ ଭଲ, ଏହା ଦେଖି ବିଲୀୟମ୍ ପୂର୍ବ ପରି ଗଣକତା ସାଧିବା ପାଇଁ ଗଲା ନାହିଁ, ମାତ୍ର ପ୍ରାନ୍ତର ଆଡ଼େ ଆପଣା ମୁଖ ରଖିଲା। Viz kapitola |