ଗଣନା ପୁସ୍ତକ 24:12 - ପବିତ୍ର ବାଇବଲ12 ତହୁଁ ବିଲିୟମ ବାଲାକ୍କୁ କହିଲା, “ତୁମ୍ଭେ ମୋ’ ନିକଟକୁ ଯେଉଁ ଦୂତମାନଙ୍କୁ ପଠାଇଥିଲ, ମୁଁ ସେମାନଙ୍କୁ ଏହା କହିଥିଲି। Viz kapitolaପବିତ୍ର ବାଇବଲ (Re-edited) - (BSI)12 ତହିଁରେ ବିଲୀୟମ ବାଲାକଙ୍କୁ କହିଲା, ମୋʼ ନିକଟକୁ ତୁମ୍ଭେ ଯେଉଁ ଦୂତମାନଙ୍କୁ ପଠାଇଥିଲ, ସେମାନଙ୍କୁ ମୁଁ କʼଣ କହି ନାହିଁ? Viz kapitolaଓଡିଆ ବାଇବେଲ12 ତହିଁରେ ବିଲୀୟମ୍ ବାଲାକଙ୍କୁ କହିଲା, “ମୋ’ ନିକଟକୁ ତୁମ୍ଭେ ଯେଉଁ ଦୂତମାନଙ୍କୁ ପଠାଇଥିଲ, ସେମାନଙ୍କୁ ମୁଁ କ’ଣ କହି ନାହିଁ ?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତହିଁରେ ବିଲୀୟମ୍ ବାଲାକଙ୍କୁ କହିଲା, “ମୋʼ ନିକଟକୁ ତୁମ୍ଭେ ଯେଉଁ ଦୂତମାନଙ୍କୁ ପଠାଇଥିଲ, ସେମାନଙ୍କୁ ମୁଁ କʼଣ କହି ନାହିଁ? Viz kapitola |