ଗଣନା ପୁସ୍ତକ 24:17 - ପବିତ୍ର ବାଇବଲ17 “ମୁଁ ସଦାପ୍ରଭୁଙ୍କୁ ଆସୁଥିବା ଦେଖିଲି, କିନ୍ତୁ ବର୍ତ୍ତମାନ ନୁହେଁ। ମୁଁ ତାଙ୍କର ଦର୍ଶନ ପାଉଅଛି, କିନ୍ତୁ ସେ ନିକଟବର୍ତ୍ତୀ ନୁହନ୍ତି। ଯାକୁବଠାରୁ ଏକ ତାରା ଉଦିତ ହେବ ଓ ଇସ୍ରାଏଲଠାରୁ ଏକ ରାଜଦଣ୍ତ ଉତ୍ଥିତ ହେବ। ମୋୟାବର ପାର୍ଶ୍ୱ ଭେଦ କରିବ ଓ କଳହର ସମସ୍ତ ପରିବାରବର୍ଗକୁ ଚୂର୍ଣ୍ଣ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ମୁଁ ତାହାଙ୍କୁ ଦେଖୁଅଛି, ମାତ୍ର ସେ ବର୍ତ୍ତମାନ ନୁହନ୍ତି; ମୁଁ ତାହାଙ୍କର ଦର୍ଶନ ପାଉଅଛି, ମାତ୍ର ସେ ନିକଟବର୍ତ୍ତୀ ନୁହନ୍ତି; ଯାକୁବଠାରୁ ଏକ ତାରା ଉଦିତ ହେବ ଓ ଇସ୍ରାଏଲଠାରୁ ଏକ ରାଜଦଣ୍ତ ଉତ୍ଥିତ ହେବ, ତାହା ମୋୟାବର ପାର୍ଶ୍ଵ ଭେଦ କରିବ ଓ କଳହର ସମସ୍ତ ସନ୍ତାନକୁ ଚୂର୍ଣ୍ଣ କରିବ। Viz kapitolaଓଡିଆ ବାଇବେଲ17 ମୁଁ ତାହାଙ୍କୁ ଦେଖୁଅଛି, ମାତ୍ର ସେ ବର୍ତ୍ତମାନ ନୁହନ୍ତି; ମୁଁ ତାହାଙ୍କର ଦର୍ଶନ ପାଉଅଛି, ମାତ୍ର ସେ ନିକଟବର୍ତ୍ତୀ ନୁହନ୍ତି; ଯାକୁବଠାରୁ ଏକ ତାରା ଉଦିତ ହେବ ଓ ଇସ୍ରାଏଲଠାରୁ ଏକ ରାଜଦଣ୍ଡ ଉତ୍ଥିତ ହେବ, ତାହା ମୋୟାବର ପାର୍ଶ୍ୱ ଭେଦ କରିବ ଓ ଶେଥର ସମସ୍ତ ସନ୍ତାନକୁ ଚୂର୍ଣ୍ଣ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ମୁଁ ତାହାଙ୍କୁ ଦେଖୁଅଛି, ମାତ୍ର ସେ ବର୍ତ୍ତମାନ ନୁହନ୍ତି; ମୁଁ ତାହାଙ୍କର ଦର୍ଶନ ପାଉଅଛି, ମାତ୍ର ସେ ନିକଟବର୍ତ୍ତୀ ନୁହନ୍ତି; ଯାକୁବଠାରୁ ଏକ ତାରା ଉଦିତ ହେବ ଓ ଇସ୍ରାଏଲଠାରୁ ଏକ ରାଜଦଣ୍ଡ ଉତ୍ଥିତ ହେବ, ତାହା ମୋୟାବର ପାର୍ଶ୍ୱ ଭେଦ କରିବ ଓ ଶେଥର ସମସ୍ତ ସନ୍ତାନକୁ ଚୂର୍ଣ୍ଣ କରିବ। Viz kapitola |