ଗଣନା ପୁସ୍ତକ 26:2 - ପବିତ୍ର ବାଇବଲ2 “ଇସ୍ରାଏଲର ପୁରୁଷ ଲୋକମାନଙ୍କ ମଧ୍ୟରୁ ନିଜ ନିଜ ପିତୃଗୃହାନୁସାରେ କୋଡ଼ିଏ ବର୍ଷରୁ ଊର୍ଦ୍ଧ୍ୱ ଲୋକମାନଙ୍କୁ ସୈନ୍ୟଶ୍ରେଣୀରେ ଭୁକ୍ତ କରିବାକୁ ଗଣନା କର।” Viz kapitolaପବିତ୍ର ବାଇବଲ (Re-edited) - (BSI)2 ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣ ସମସ୍ତ ମଣ୍ତଳୀ ମଧ୍ୟରୁ ଆପଣା ଆପଣା ପିତୃଗୃହାନୁସାରେ କୋଡ଼ିଏ ବର୍ଷ ବୟସ୍କ ଓ ତହିଁରୁ ଅଧିକ ବୟସ୍କ ଲୋକମାନଙ୍କର, ଅର୍ଥାତ୍, ଇସ୍ରାଏଲ ସୈନ୍ୟଶ୍ରେଣୀଭୁକ୍ତ ସମସ୍ତ ଲୋକଙ୍କର ଗଣନା କର। Viz kapitolaଓଡିଆ ବାଇବେଲ2 “ତୁମ୍ଭେମାନେ ଇସ୍ରାଏଲ ସନ୍ତାନଗଣ ସମସ୍ତ ମଣ୍ଡଳୀ ମଧ୍ୟରୁ ଆପଣା ଆପଣା ପିତୃଗୃହାନୁସାରେ କୋଡ଼ିଏ ବର୍ଷ ବୟସ୍କ ଓ ତହିଁରୁ ଅଧିକ ବୟସ୍କ ଲୋକମାନଙ୍କର, ଅର୍ଥାତ୍, ଇସ୍ରାଏଲ ସୈନ୍ୟଶ୍ରେଣୀଭୁକ୍ତ ସମସ୍ତ ଲୋକଙ୍କର ଗଣନା କର।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 “ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣ ସମସ୍ତ ମଣ୍ଡଳୀ ମଧ୍ୟରୁ ଆପଣା ଆପଣା ପିତୃଗୃହାନୁସାରେ କୋଡ଼ିଏ ବର୍ଷ ବୟସ୍କ ଓ ତହିଁରୁ ଅଧିକ ବୟସ୍କ ଲୋକମାନଙ୍କର, ଅର୍ଥାତ୍, ଇସ୍ରାଏଲ ସୈନ୍ୟଶ୍ରେଣୀଭୁକ୍ତ ସମସ୍ତ ଲୋକଙ୍କର ଗଣନା କର।” Viz kapitola |