ଗଣନା ପୁସ୍ତକ 26:4 - ପବିତ୍ର ବାଇବଲ4 “ସେମାନେ କହିଲେ, ଯେଉଁ ପୁରୁଷମାନେ କୋଡ଼ିଏ ବର୍ଷ କିମ୍ବା ଅଧିକ ତୁମ୍ଭେ ସେହି ସମସ୍ତଙ୍କୁ ଗଣନା କର, ଠିକ୍ ଯେପରି ସଦାପ୍ରଭୁ ମୋଶାଙ୍କୁ ଆଦେଶ କରିଥିଲେ, ଯେତେବେଳେ ଲୋକମାନେ ମିଶରଠାରୁ ବାହାରି ଆସିଲେ।” Viz kapitolaପବିତ୍ର ବାଇବଲ (Re-edited) - (BSI)4 ମୋଶା ପ୍ରତି ଓ ମିସର ଦେଶରୁ ବହିର୍ଗତ ଇସ୍ରାଏଲ-ସନ୍ତାନଗଣ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ, କୋଡ଼ିଏ ବର୍ଷ ବୟସ୍କ ଅବଧି ସମସ୍ତ ଲୋକର ଗଣନା କର। Viz kapitolaଓଡିଆ ବାଇବେଲ4 “ମୋଶା ପ୍ରତି ଓ ମିସର ଦେଶରୁ ବହିର୍ଗତ ଇସ୍ରାଏଲ ସନ୍ତାନଗଣ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ, କୋଡ଼ିଏ ବର୍ଷ ବୟସ୍କ ଅବଧି ସମସ୍ତ ଲୋକର ଗଣନା କର।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 “ମୋଶା ପ୍ରତି ଓ ମିସର ଦେଶରୁ ବହିର୍ଗତ ଇସ୍ରାଏଲ-ସନ୍ତାନଗଣ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ, କୋଡ଼ିଏ ବର୍ଷ ବୟସ୍କ ଅବଧି ସମସ୍ତ ଲୋକର ଗଣନା କର।” Viz kapitola |