ଗଣନା ପୁସ୍ତକ 27:12 - ପବିତ୍ର ବାଇବଲ12 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, “ଯର୍ଦ୍ଦନ ନଦୀର ପୂର୍ବରେ ଥିବା ଏହି ଅବାରୀମ ପର୍ବତ ଆରୋହଣ କର, ଆମ୍ଭେ ଇସ୍ରାଏଲ ଲୋକମାନଙ୍କୁ ଯେଉଁ ଦେଶ ଦେଇଅଛୁ ତାହା ନିରୀକ୍ଷଣ କର। Viz kapitolaପବିତ୍ର ବାଇବଲ (Re-edited) - (BSI)12 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ଏହି ଅବାରୀମ୍ ପର୍ବତ ଆରୋହଣ କର, ପୁଣି ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ଦେଶ ଦେଇଅଛୁ, ତାହା ନିରୀକ୍ଷଣ କର। Viz kapitolaଓଡିଆ ବାଇବେଲ12 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଏହି ଅବାରୀମ୍ ପର୍ବତ ଆରୋହଣ କର, ପୁଣି, ଆମ୍ଭେ ଇସ୍ରାଏଲ ସନ୍ତାନଗଣଙ୍କୁ ଯେଉଁ ଦେଶ ଦେଇଅଛୁ, ତାହା ନିରୀକ୍ଷଣ କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଏହି ଅବାରୀମ୍ ପର୍ବତ ଆରୋହଣ କର, ପୁଣି, ଆମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ ଯେଉଁ ଦେଶ ଦେଇଅଛୁ, ତାହା ନିରୀକ୍ଷଣ କର। Viz kapitola |