Online Bible

- Reklamy -




ଗଣନା ପୁସ୍ତକ 27:8 - ପବିତ୍ର ବାଇବଲ

8 “ଆଉ ଇସ୍ରାଏଲର ଲୋକମାନଙ୍କ ମଧ୍ୟରେ ଏହି ବିଧି ପ୍ରଚଳନ କର, ‘ଯଦି କୌଣସି ଲୋକର ପୁତ୍ର ନ ଥାଇ ମୃତ୍ୟୁବରଣ କରେ, ତେବେ ତାହାର ଅଧିକାର ତା'ର କନ୍ୟା ଗ୍ରହଣ କରିବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

8 ଆଉ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, କୌଣସି ମନୁଷ୍ୟ ମଲେ ଯେବେ ତାହାର ପୁତ୍ର ନ ଥାଏ, ତେବେ ତୁମ୍ଭେମାନେ ତାହାର ଅଧିକାର ତାହାର କନ୍ୟାକୁ ସମର୍ପଣ କରିବ।

Viz kapitola kopírovat

ଓଡିଆ ବାଇବେଲ

8 ଆଉ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, କୌଣସି ମନୁଷ୍ୟ ମଲେ ଯଦି ତାହାର ପୁତ୍ର ନ ଥାଏ, ତେବେ ତୁମ୍ଭେମାନେ ତାହାର ଅଧିକାର ତାହାର କନ୍ୟାକୁ ସମର୍ପଣ କରିବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଆଉ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ‘କୌଣସି ମନୁଷ୍ୟ ମଲେ ଯଦି ତାହାର ପୁତ୍ର ନ ଥାଏ, ତେବେ ତୁମ୍ଭେମାନେ ତାହାର ଅଧିକାର ତାହାର କନ୍ୟାକୁ ସମର୍ପଣ କରିବ।

Viz kapitola kopírovat




ଗଣନା ପୁସ୍ତକ 27:8

Následuj nás:

Reklamy


Reklamy