ଗଣନା ପୁସ୍ତକ 28:10 - ପବିତ୍ର ବାଇବଲ10 ଏହି ହୋମବଳି, ନିତ୍ୟ ହୋମବଳି, ପେୟନୈବେଦ୍ୟ ସହିତ ପ୍ରତି ବିଶ୍ରାମବାରରେ ଉତ୍ସର୍ଗ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ନିତ୍ୟ ହୋମ ଓ ତହିଁର ପେୟ-ନୈବେଦ୍ୟ ଛଡ଼ା ପ୍ରତି ବିଶ୍ରାମବାରର ଏହି ହୋମବଳି ହେବ। Viz kapitolaଓଡିଆ ବାଇବେଲ10 ନିତ୍ୟ ହୋମ ଓ ତହିଁର ପେୟ-ନୈବେଦ୍ୟ ବ୍ୟତୀତ ପ୍ରତି ବିଶ୍ରାମବାରର ଏହି ହୋମବଳି ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ନିତ୍ୟ ହୋମ ଓ ତହିଁର ପେୟ-ନୈବେଦ୍ୟ ବ୍ୟତୀତ ପ୍ରତି ବିଶ୍ରାମବାରର ଏହି ହୋମବଳି ହେବ। Viz kapitola |