ଗଣନା ପୁସ୍ତକ 29:34 - ପବିତ୍ର ବାଇବଲ34 ପୁଣି ପାପାର୍ଥକ ବଳିରୂପେ ଏକ ଅଣ୍ତିରା ଛେଳି ଉତ୍ସର୍ଗ କରିବା ଉଚିତ୍। ଏ ସମସ୍ତ ତୁମ୍ଭେମାନେ ନିତ୍ୟ ହୋମବଳି ଓ ଶସ୍ୟ ନୈବେଦ୍ୟ ଓ ପେୟନୈବେଦ୍ୟ ବ୍ୟତୀତ ତୁମ୍ଭେମାନେ ଏହିସବୁ ଉତ୍ସର୍ଗ କରିବା ଉଚିତ୍। Viz kapitolaପବିତ୍ର ବାଇବଲ (Re-edited) - (BSI)34 ପୁଣି ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ଛଡ଼ା ଉତ୍ସର୍ଗ କରିବ। Viz kapitolaଓଡିଆ ବାଇବେଲ34 ପୁଣି, ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ପୁଣି, ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ। Viz kapitola |