ଗଣନା ପୁସ୍ତକ 3:37 - ପବିତ୍ର ବାଇବଲ37 ସେମାନେ ମଧ୍ୟ ସ୍ତମ୍ଭ, ଭିତ୍ତିମୂଳ, ଖିଲ ଏବଂ ରଜ୍ଜୁ ଯାହା ପ୍ରାଙ୍ଗଣରେ ବ୍ୟବହାର ହୁଏ ଏହି ସମସ୍ତର ଦାୟିତ୍ୱ ନେବେ। Viz kapitolaପବିତ୍ର ବାଇବଲ (Re-edited) - (BSI)37 ଓ ପ୍ରାଙ୍ଗଣର ଚତୁର୍ଦ୍ଦିଗସ୍ଥିତ ସ୍ତମ୍ଭ ଓ ତହିଁର ସକଳ ଚୁଙ୍ଗୀ ଓ ମେଖ ଓ ରଜ୍ଜୁ ମରାରି ସନ୍ତାନଗଣର ନିରୂପିତ ରକ୍ଷଣୀୟ ହେବ। Viz kapitolaଓଡିଆ ବାଇବେଲ37 ପ୍ରାଙ୍ଗଣର ଚତୁର୍ଦ୍ଦିଗସ୍ଥିତ ସ୍ତମ୍ଭ, ତହିଁର ସକଳ ଚୁଙ୍ଗୀ, ମେଖ ଓ ରଜ୍ଜୁ ମରାରି ସନ୍ତାନଗଣର ନିରୂପିତ ରକ୍ଷଣୀୟ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 ପ୍ରାଙ୍ଗଣର ଚତୁର୍ଦ୍ଦିଗସ୍ଥିତ ସ୍ତମ୍ଭ, ତହିଁର ସକଳ ଚୁଙ୍ଗୀ, ମେଖ ଓ ରଜ୍ଜୁ ମରାରି-ସନ୍ତାନଗଣର ନିରୂପିତ ରକ୍ଷଣୀୟ ହେବ। Viz kapitola |