ଗଣନା ପୁସ୍ତକ 30:6 - ପବିତ୍ର ବାଇବଲ6 “ସେ ଶପଥ କିମ୍ବା ଅସାଧାରଣ ପ୍ରତିଜ୍ଞା କଲାପରେ ସେ ହୁଏତ କାହାକୁ ବିବାହ କରିପାରେ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଆଉ ଯେବେ ସେ ଆପଣା ମାନତର ଅବା ଯଦ୍ଦ୍ଵାରା ସେ ଆପଣା ପ୍ରାଣକୁ ଆବଦ୍ଧ କଲା, ତାହାର ମୁଖନିର୍ଗତ ସେହି ଚଞ୍ଚଳ ବାକ୍ୟର ଅଧୀନା ଥାଉ ଥାଉ କୌଣସି ସ୍ଵାମୀକି ବିବାହ କରେ; Viz kapitolaଓଡିଆ ବାଇବେଲ6 ଆଉ ଯଦି ସେ ଆପଣା ମାନତର ଅବା ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କଲା, ତାହାର ମୁଖନିର୍ଗତ ସେହି ଚଞ୍ଚଳ ବାକ୍ୟର ଅଧୀନା ଥାଉ ଥାଉ କୌଣସି ସ୍ୱାମୀକୁ ବିବାହ କରେ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଆଉ ଯଦି ସେ ଆପଣା ମାନତର ଅବା ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କଲା, ତାହାର ମୁଖନିର୍ଗତ ସେହି ଚଞ୍ଚଳ ବାକ୍ୟର ଅଧୀନା ଥାଉ ଥାଉ କୌଣସି ସ୍ୱାମୀକୁ ବିବାହ କରେ; Viz kapitola |