ଗଣନା ପୁସ୍ତକ 31:18 - ପବିତ୍ର ବାଇବଲ18 ମାତ୍ର ଯେଉଁ ଯୁବତୀ କନ୍ୟାମାନେ ପୁରୁଷମାନଙ୍କ ସହିତ ଯୌନ ସମ୍ପର୍କ ରଖିବାର ଜ୍ଞାତ ହୋଇ ନାହାନ୍ତି, ସେମାନଙ୍କୁ ତୁମ୍ଭମାନଙ୍କ ସହିତ ଜୀବିତ ରଖ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ମାତ୍ର ଯେଉଁ ସ୍ତ୍ରୀପିଲାମାନେ ପୁରୁଷ-ସହବାସ ଜ୍ଞାତ ହୋଇ ନାହାନ୍ତି, ସେସମସ୍ତଙ୍କୁ ଆପଣାମାନଙ୍କ ନିମନ୍ତେ ଜୀବିତ ରଖ। Viz kapitolaଓଡିଆ ବାଇବେଲ18 ମାତ୍ର ଯେଉଁ ସ୍ତ୍ରୀର ପିଲାମାନେ ପୁରୁଷର ସହବାସ ଜ୍ଞାତ ହୋଇ ନାହାନ୍ତି, ସେହି ସମସ୍ତଙ୍କୁ ଆପଣାମାନଙ୍କ ନିମନ୍ତେ ଜୀବିତ ରଖ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ମାତ୍ର ଯେଉଁ ସ୍ତ୍ରୀର ପିଲାମାନେ ପୁରୁଷର ସହବାସ ଜ୍ଞାତ ହୋଇ ନାହାନ୍ତି, ସେହି ସମସ୍ତଙ୍କୁ ଆପଣାମାନଙ୍କ ନିମନ୍ତେ ଜୀବିତ ରଖ। Viz kapitola |