ଗଣନା ପୁସ୍ତକ 31:2 - ପବିତ୍ର ବାଇବଲ2 “ଇସ୍ରାଏଲ ଲୋକମାନଙ୍କ ସକାଶେ ମିଦିୟନୀୟମାନଙ୍କ ଉପରେ ପ୍ରତିଶୋଧ ନିଅ। ତା'ପରେ ତୁମ୍ଭେ ମୃତ୍ୟୁବରଣ କରିବ।” Viz kapitolaପବିତ୍ର ବାଇବଲ (Re-edited) - (BSI)2 ତୁମ୍ଭେ ଇସ୍ରାଏଲ-ସନ୍ତାନଗଣ ସକାଶେ ମିଦୀୟନୀୟମାନଙ୍କୁ ପ୍ରତିଫଳ ଦିଅ; ତହିଁ ଉତ୍ତାରେ ତୁମ୍ଭେ ଆପଣା ଲୋକଙ୍କ ନିକଟରେ ସଂଗୃହୀତ ହେବ। Viz kapitolaଓଡିଆ ବାଇବେଲ2 “ତୁମ୍ଭେ ଇସ୍ରାଏଲ ସନ୍ତାନଗଣ ସକାଶେ ମିଦୀୟନୀୟମାନଙ୍କୁ ପ୍ରତିଫଳ ଦିଅ; ତହିଁ ଉତ୍ତାରେ ତୁମ୍ଭେ ଆପଣା ଲୋକଙ୍କ ନିକଟରେ ସଂଗୃହୀତ ହେବ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣ ସକାଶେ ମିଦୀୟନୀୟମାନଙ୍କୁ ପ୍ରତିଫଳ ଦିଅ; ତହିଁ ଉତ୍ତାରେ ତୁମ୍ଭେ ଆପଣା ଲୋକଙ୍କ ନିକଟରେ ସଂଗୃହୀତ ହେବ।” Viz kapitola |