Online Bible

- Reklamy -




ଗଣନା ପୁସ୍ତକ 31:20 - ପବିତ୍ର ବାଇବଲ

20 ତୁମ୍ଭେମାନେ ଯାବତୀୟ ବସ୍ତ୍ର, ଚର୍ମନିର୍ମିତ ବସ୍ତୁ, ଛେଳି ଲୋମ ନିର୍ମିତ ବସ୍ତ୍ର ଓ କାଠ ନିର୍ମିତ ବସ୍ତୁ ବିଶୁଦ୍ଧ କରିବ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ପୁଣି ଯାବତୀୟ ବସ୍ତ୍ର ଓ ଚର୍ମନିର୍ମିତ ଯାବତୀୟ ବସ୍ତୁ ଓ ଛାଗଲୋମନିର୍ମିତ ଯାବତୀୟ ବସ୍ତୁ ଓ କାଷ୍ଠନିର୍ମିତ ଯାବତୀୟ ବସ୍ତୁ ସମ୍ଵନ୍ଧରେ ତୁମ୍ଭେମାନେ ଆପଣାମାନଙ୍କୁ ପାପରୁ ପରିଷ୍କାର କରିବ।

Viz kapitola kopírovat

ଓଡିଆ ବାଇବେଲ

20 ପୁଣି, ଯାବତୀୟ ବସ୍ତ୍ର, ଚର୍ମନିର୍ମିତ ଯାବତୀୟ ବସ୍ତୁ, ଛାଗର ଲୋମରେ ନିର୍ମିତ ଯାବତୀୟ ବସ୍ତୁ ଓ କାଷ୍ଠନିର୍ମିତ ଯାବତୀୟ ବସ୍ତୁ ସମ୍ବନ୍ଧରେ ତୁମ୍ଭେମାନେ ଆପଣାମାନଙ୍କୁ ପାପରୁ ପରିଷ୍କାର କରିବ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ପୁଣି, ଯାବତୀୟ ବସ୍ତ୍ର, ଚର୍ମ ନିର୍ମିତ ଯାବତୀୟ ବସ୍ତୁ, ଛାଗର ଲୋମରେ ନିର୍ମିତ ଯାବତୀୟ ବସ୍ତୁ ଓ କାଷ୍ଠନିର୍ମିତ ଯାବତୀୟ ବସ୍ତୁ ସମ୍ବନ୍ଧରେ ତୁମ୍ଭେମାନେ ଆପଣାମାନଙ୍କୁ ପାପରୁ ପରିଷ୍କାର କରିବ।”

Viz kapitola kopírovat




ଗଣନା ପୁସ୍ତକ 31:20

Následuj nás:

Reklamy


Reklamy