ଗଣନା ପୁସ୍ତକ 31:29 - ପବିତ୍ର ବାଇବଲ29 ଏହି ଜିନିଷସବୁ ସଦାପ୍ରଭୁଙ୍କୁ ଉପହାରରୂପେ ଯାଜକ ଇଲିୟାସରକୁ ଦିଅ। Viz kapitolaପବିତ୍ର ବାଇବଲ (Re-edited) - (BSI)29 ପ୍ରତି ପଚାଶରୁ ଗୋଟିଏ ଲେଖାଏଁ ଜୀବ ନେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ନିମନ୍ତେ ଇଲୀୟାସର ଯାଜକକୁ ଦିଅ; Viz kapitolaଓଡିଆ ବାଇବେଲ29 ପ୍ରତି ପାଞ୍ଚଶହରୁ ଗୋଟିଏ ଲେଖାଏଁ ଜୀବ ନେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ନିମନ୍ତେ ଇଲୀୟାସର ଯାଜକକୁ ଦିଅ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ପ୍ରତି ପାଞ୍ଚଶହରୁ ଗୋଟିଏ ଲେଖାଏଁ ଜୀବ ନେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ନିମନ୍ତେ ଇଲୀୟାସର ଯାଜକକୁ ଦିଅ; Viz kapitola |