ଗଣନା ପୁସ୍ତକ 31:50 - ପବିତ୍ର ବାଇବଲ50 ଆମ୍ଭେମାନେ ପ୍ରତ୍ୟେକ ସୈନ୍ୟଙ୍କଠାରୁ ସଦାପ୍ରଭୁଙ୍କ ପାଇଁ ଉପହାର ସ୍ୱରୂପ ସୁବର୍ଣ୍ଣ କଙ୍କଣ, ବଳା, ଅଙ୍ଗୁରୀୟ, କୁଣ୍ତଳ ଓ ହାରସବୁ ଆଣିଅଛୁ। ଏହିସବୁ ସଦାପ୍ରଭୁଙ୍କୁ ଆମ୍ଭମାନଙ୍କର ପ୍ରାୟଶ୍ଚିତ ପାଇଁ ଉତ୍ସର୍ଗ କରୁଅଛୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)50 ଏହେତୁ ଆମ୍ଭେମାନେ ପ୍ରତି ଜଣ ସ୍ଵର୍ଣ୍ଣ-ଅଳଙ୍କାର, ନୂପୁର ଓ ବଳା, ଅଙ୍ଗୁରୀୟକ, କୁଣ୍ତଳ ଓ ହାର, ଏହି ଯେସବୁ ପାଇଅଛୁ, ତହିଁରୁ ସଦାପ୍ରଭୁଙ୍କ ସମ୍ମୁଖରେ ଆପଣା ଆପଣା ପ୍ରାଣ ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ସଦାପ୍ରଭୁଙ୍କ ଉପହାର ଆଣିଅଛୁ। Viz kapitolaଓଡିଆ ବାଇବେଲ50 ଏହେତୁ ଆମ୍ଭେମାନେ ପ୍ରତି ଜଣ ସ୍ୱର୍ଣ୍ଣ-ଅଳଙ୍କାର, ନୂପୁର ଓ ବଳା, ଅଙ୍ଗୁରୀୟକ, କୁଣ୍ଡଳ ଓ ହାର, ଏହି ଯେସବୁ ପାଇଅଛୁ, ତହିଁରୁ ସଦାପ୍ରଭୁଙ୍କ ସମ୍ମୁଖରେ ଆପଣା ଆପଣା ପ୍ରାଣ ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ସଦାପ୍ରଭୁଙ୍କ ଉପହାର ଆଣିଅଛୁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT50 ଏହେତୁ ଆମ୍ଭେମାନେ ପ୍ରତି ଜଣ ସ୍ୱର୍ଣ୍ଣ-ଅଳଙ୍କାର, ନୂପୁର ଓ ବଳା, ଅଙ୍ଗୁରୀୟକ, କୁଣ୍ଡଳ ଓ ହାର, ଏହି ଯେସବୁ ପାଇଅଛୁ, ତହିଁରୁ ସଦାପ୍ରଭୁଙ୍କ ସମ୍ମୁଖରେ ଆପଣା ଆପଣା ପ୍ରାଣ ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ସଦାପ୍ରଭୁଙ୍କ ଉପହାର ଆଣିଅଛୁ।” Viz kapitola |