Online Bible

- Reklamy -




ଗଣନା ପୁସ୍ତକ 31:52 - ପବିତ୍ର ବାଇବଲ

52 ସହସ୍ର ସୈନ୍ୟାଧିପତି ଓ ଶତ ସୈନ୍ୟାଧିପତି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ସ୍ୱର୍ଣ୍ଣ ଅଳଙ୍କାର ସବୁ ଉପହାର ସ୍ୱରୂପ ଉତ୍ସର୍ଗ କଲେ, ସେ ସମସ୍ତ ସ୍ୱର୍ଣ୍ଣ ଉପହାର 420 ପାଉଣ୍ତ ଓଜନ ଥିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

52 ଆଉ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସହସ୍ରପତି ଓ ଶତପତିମାନେ ଉତ୍ତୋଳନୀୟ ଉପହାର ରୂପେ ଯେଉଁ ସ୍ଵର୍ଣ୍ଣ ଉତ୍ସର୍ଗ କଲେ, ସେସମସ୍ତ ସ୍ଵର୍ଣ୍ଣ ଷୋଳ ହଜାର ସାତ ଶହ ପଚାଶ ଶେକଲ ପରିମିତ ଥିଲା।

Viz kapitola kopírovat

ଓଡିଆ ବାଇବେଲ

52 ଆଉ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସହସ୍ରପତି ଓ ଶତପତିମାନେ ଉତ୍ତୋଳନୀୟ ଉପହାର ରୂପେ ଯେଉଁ ସ୍ୱର୍ଣ୍ଣ ଉତ୍ସର୍ଗ କଲେ, ସେସମସ୍ତ ସ୍ୱର୍ଣ୍ଣ ଷୋହଳ ହଜାର ସାତ ଶହ ପଚାଶ ଶେକଲ ପରିମିତ ଥିଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

52 ଆଉ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସହସ୍ରପତି ଓ ଶତପତିମାନେ ଉତ୍ତୋଳନୀୟ ଉପହାର ରୂପେ ଯେଉଁ ସ୍ୱର୍ଣ୍ଣ ଉତ୍ସର୍ଗ କଲେ, ସେସମସ୍ତ ସ୍ୱର୍ଣ୍ଣ ଷୋହଳ ହଜାର ସାତ ଶହ ପଚାଶ ଶେକଲ ପରିମିତ ଥିଲା।

Viz kapitola kopírovat




ଗଣନା ପୁସ୍ତକ 31:52

Následuj nás:

Reklamy


Reklamy