ଗଣନା ପୁସ୍ତକ 32:12 - ପବିତ୍ର ବାଇବଲ12 କେବଳ କନିସୀୟ ଯିଫୁନ୍ନିର ପୁତ୍ର କାଲେବ୍ ଓ ନୂନର ପୁତ୍ର ଯିହୋଶୂୟ ସେହି ଭୂମି ଦେଖିବେ; କାରଣ ସେମାନେ ସଦାପ୍ରଭୁଙ୍କର ପ୍ରକୃତ ଅନୁସରଣକାରୀ ଅଟନ୍ତି!’ Viz kapitolaପବିତ୍ର ବାଇବଲ (Re-edited) - (BSI)12 କେବଳ କନିସୀୟ ଯିଫୁନ୍ନିର ପୁତ୍ର କାଲେବ ଓ ନୂନର ପୁତ୍ର ଯିହୋଶୂୟ ତାହା ଦେଖିବେ; କାରଣ ସେମାନେ ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁଙ୍କର ଅନୁଗତ ହୋଇଅଛନ୍ତି। Viz kapitolaଓଡିଆ ବାଇବେଲ12 କେବଳ କନିସୀୟ ଯିଫୁନ୍ନିର ପୁତ୍ର କାଲେବ ଓ ନୂନର ପୁତ୍ର ଯିହୋଶୂୟ ତାହା ଦେଖିବେ; କାରଣ ସେମାନେ ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁଙ୍କର ଅନୁଗତ ହୋଇଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 କେବଳ କନିସୀୟ ଯିଫୁନ୍ନିର ପୁତ୍ର କାଲେବ ଓ ନୂନର ପୁତ୍ର ଯିହୋଶୂୟ ତାହା ଦେଖିବେ; କାରଣ ସେମାନେ ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁଙ୍କର ଅନୁଗତ ହୋଇଅଛନ୍ତି।’ Viz kapitola |