Online Bible

- Reklamy -




ଗଣନା ପୁସ୍ତକ 32:20 - ପବିତ୍ର ବାଇବଲ

20 ତେଣୁ ମୋଶା ସେମାନଙ୍କୁ କହିଲେ, “ତୁମ୍ଭେମାନେ ଯେବେ ଏହିସବୁ କରିବ, ତେବେ ଏହି ଭୂମି ତୁମ୍ଭର ଅଧିକୃତ ହେବ। କିନ୍ତୁ ତୁମ୍ଭର ସୈନ୍ୟମାନେ ସସଜ୍ଜ ହୋଇ ସଦାପ୍ରଭୁଙ୍କ ସମ୍ମୁଖରେ ଯୁଦ୍ଧ କରିବାକୁ ଆଗେଇ ଯିବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ଏଥିରେ ମୋଶା ସେମାନଙ୍କୁ କହିଲେ, ତୁମ୍ଭେମାନେ ଯେବେ ଏହି କର୍ମ କର, ଯେବେ ସସଜ୍ଜ ହୋଇ ସଦାପ୍ରଭୁଙ୍କ ସମ୍ମୁଖରେ ଯୁଦ୍ଧ କରିବାକୁ ଗମନ କର,

Viz kapitola kopírovat

ଓଡିଆ ବାଇବେଲ

20 ଏଥିରେ ମୋଶା ସେମାନଙ୍କୁ କହିଲେ, “ତୁମ୍ଭେମାନେ ଯଦି ଏହି କର୍ମ କର, ଯଦି ସସଜ୍ଜ ହୋଇ ସଦାପ୍ରଭୁଙ୍କ ସମ୍ମୁଖରେ ଯୁଦ୍ଧ କରିବାକୁ ଗମନ କର,

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଏଥିରେ ମୋଶା ସେମାନଙ୍କୁ କହିଲେ, “ତୁମ୍ଭେମାନେ ଯଦି ଏହି କର୍ମ କର, ଯଦି ସସଜ୍ଜ ହୋଇ ସଦାପ୍ରଭୁଙ୍କ ସମ୍ମୁଖରେ ଯୁଦ୍ଧ କରିବାକୁ ଗମନ କର,

Viz kapitola kopírovat




ଗଣନା ପୁସ୍ତକ 32:20

Následuj nás:

Reklamy


Reklamy