ଗଣନା ପୁସ୍ତକ 32:24 - ପବିତ୍ର ବାଇବଲ24 ତୁମ୍ଭେମାନେ ନିଜ ନିଜ ପିଲାମାନଙ୍କ ପାଇଁ ନଗର ଓ ମେଷମାନଙ୍କ ପାଇଁ ମେଷଶାଳା ନିର୍ମାଣ କର, ଆଉ ନିଜ ନିଜ ପ୍ରତିଜ୍ଞା ଅନୁସାରେ କର।” Viz kapitolaପବିତ୍ର ବାଇବଲ (Re-edited) - (BSI)24 ତୁମ୍ଭେମାନେ ଆପଣା ଆପଣା ବାଳକମାନଙ୍କ ପାଇଁ ନଗର ଓ ମେଷମାନଙ୍କ ପାଇଁ ଶାଳା ନିର୍ମାଣ କର, ଆଉ ଆପଣାମାନଙ୍କ ମୁଖରୁ ନିର୍ଗତ ବାକ୍ୟ ପ୍ରମାଣେ କର୍ମ କର। Viz kapitolaଓଡିଆ ବାଇବେଲ24 ତୁମ୍ଭେମାନେ ଆପଣା ଆପଣା ବାଳକମାନଙ୍କ ପାଇଁ ନଗର ଓ ମେଷମାନଙ୍କ ପାଇଁ ଶାଳା ନିର୍ମାଣ କର, ଆଉ ଆପଣାମାନଙ୍କ ମୁଖରୁ ନିର୍ଗତ ବାକ୍ୟ ପ୍ରମାଣେ କର୍ମ କର।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ତୁମ୍ଭେମାନେ ଆପଣା ଆପଣା ବାଳକମାନଙ୍କ ପାଇଁ ନଗର ଓ ମେଷମାନଙ୍କ ପାଇଁ ଶାଳା ନିର୍ମାଣ କର, ଆଉ ଆପଣାମାନଙ୍କ ମୁଖରୁ ନିର୍ଗତ ବାକ୍ୟ ପ୍ରମାଣେ କର୍ମ କର।” Viz kapitola |