ଗଣନା ପୁସ୍ତକ 32:27 - ପବିତ୍ର ବାଇବଲ27 ମାତ୍ର ଆମ୍ଭମାନଙ୍କ ସୈନ୍ୟମାନେ ସଦାପ୍ରଭୁଙ୍କ ଆଗରେ ଯର୍ଦ୍ଦନ ନଦୀ ପାର ହୋଇ ଯୁଦ୍ଧ କରିବାକୁ ଯିବେ, ଠିକ୍ ଯେପରି ମୁନିବ କହନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)27 ମାତ୍ର ଆମ୍ଭମାନଙ୍କ ପ୍ରଭୁଙ୍କ ବାକ୍ୟାନୁସାରେ ତୁମ୍ଭର ଦାସମାନେ ପ୍ରତ୍ୟେକେ ସସଜ୍ଜ ହୋଇ ଯୁଦ୍ଧ କରିବାକୁ ପାର ହୋଇଯିବେ। Viz kapitolaଓଡିଆ ବାଇବେଲ27 ମାତ୍ର ଆମ୍ଭମାନଙ୍କ ପ୍ରଭୁଙ୍କ ବାକ୍ୟାନୁସାରେ ତୁମ୍ଭର ଦାସମାନେ ପ୍ରତ୍ୟେକେ ସସଜ୍ଜ ହୋଇ ସଦାପ୍ରଭୁଙ୍କ ଆଗରେ ଯୁଦ୍ଧ କରିବାକୁ ପାର ହୋଇଯିବେ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ମାତ୍ର ଆମ୍ଭମାନଙ୍କ ପ୍ରଭୁଙ୍କ ବାକ୍ୟାନୁସାରେ ତୁମ୍ଭର ଦାସମାନେ ପ୍ରତ୍ୟେକେ ସସଜ୍ଜ ହୋଇ ସଦାପ୍ରଭୁଙ୍କ ଆଗରେ ଯୁଦ୍ଧ କରିବାକୁ ପାର ହୋଇଯିବେ।” Viz kapitola |