ଗଣନା ପୁସ୍ତକ 33:4 - ପବିତ୍ର ବାଇବଲ4 ଆଉ ମିଶରୀୟମାନେ ସେହିମାନଙ୍କୁ କବର ଦେଉଥିଲେ, ଯେଉଁମାନେ ମୃତ୍ୟୁବରଣ କଲେ, ଯେତେବେଳେ ସଦାପ୍ରଭୁ ସେମାନଙ୍କର ପ୍ରଥମଜାତମାନଙ୍କୁ ହତ୍ୟାକଲେ ଓ ସେମାନଙ୍କର ଦେବଗଣଙ୍କ ବିପକ୍ଷରେ ନ୍ୟାୟ ଆଣିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ନିସ୍ତାର ପର୍ବର ପରଦିନ ପ୍ରାତଃକାଳରେ ମିସ୍ରୀୟମାନେ ସଦାପ୍ରଭୁଙ୍କ ଦ୍ଵାରା ସଂହାରିତ ପ୍ରଥମଜାତ ସମସ୍ତଙ୍କୁ କବର ଦେଉଥିବା ବେଳେ ଇସ୍ରାଏଲ-ସନ୍ତାନଗଣ ମିସ୍ରୀୟ ସମସ୍ତ ଲୋକଙ୍କ ସାକ୍ଷାତରେ ଊର୍ଦ୍ଧ୍ଵହସ୍ତରେ ବାହାରିଲେ; ସଦାପ୍ରଭୁ ସେମାନଙ୍କ ଦେବଗଣକୁ ମଧ୍ୟ ଦଣ୍ତ ଦେଇଥିଲେ। Viz kapitolaଓଡିଆ ବାଇବେଲ4 ନିସ୍ତାର ପର୍ବର ପରଦିନ ପ୍ରାତଃକାଳରେ ମିସ୍ରୀୟମାନେ ସଦାପ୍ରଭୁଙ୍କ ଦ୍ୱାରା ସଂହାରିତ ପ୍ରଥମଜାତ ସମସ୍ତଙ୍କୁ କବର ଦେଉଥିବା ସମୟରେ ଇସ୍ରାଏଲ ସନ୍ତାନଗଣ ମିସ୍ରୀୟ ସମସ୍ତ ଲୋକଙ୍କ ସାକ୍ଷାତରେ ଉର୍ଦ୍ଧ୍ୱ ହସ୍ତରେ ବାହାରିଲେ; ସଦାପ୍ରଭୁ ସେମାନଙ୍କ ଦେବଗଣକୁ ମଧ୍ୟ ଦଣ୍ଡ ଦେଇଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ନିସ୍ତାର ପର୍ବର ପରଦିନ ପ୍ରାତଃକାଳରେ ମିସରୀୟମାନେ ସଦାପ୍ରଭୁଙ୍କ ଦ୍ୱାରା ସଂହାରିତ ପ୍ରଥମଜାତ ସମସ୍ତଙ୍କୁ କବର ଦେଉଥିବା ସମୟରେ ଇସ୍ରାଏଲ-ସନ୍ତାନଗଣ ମିସରୀୟ ସମସ୍ତ ଲୋକଙ୍କ ସାକ୍ଷାତରେ ଊର୍ଦ୍ଧ୍ୱ ହସ୍ତରେ ବାହାରିଲେ; ସଦାପ୍ରଭୁ ସେମାନଙ୍କ ଦେବଗଣକୁ ମଧ୍ୟ ଦଣ୍ଡ ଦେଇଥିଲେ। Viz kapitola |