ଗଣନା ପୁସ୍ତକ 34:12 - ପବିତ୍ର ବାଇବଲ12 ପୁଣି ସେ ସୀମା ଯର୍ଦ୍ଦନ ଦେଇ ଯିବ ଓ ମୃତ ସମୁଦ୍ର ନିକଟରେ ଶେଷ ହେବ। ଏହା ତୁମ୍ଭମାନଙ୍କର ଦେଶ ଏବଂ ଏହାର ସୀମା ହେବ।” Viz kapitolaପବିତ୍ର ବାଇବଲ (Re-edited) - (BSI)12 ପୁଣି ସେ ସୀମା ଯର୍ଦ୍ଦନ ଦେଇ ଯିବ ଓ ଲବଣ ସମୁଦ୍ର ନିକଟରେ ତହିଁର ଶେଷ ହେବ; ଏହି ଚତୁଃସୀମା-ନୁସାରେ ତୁମ୍ଭମାନଙ୍କର ଦେଶ ହେବ। Viz kapitolaଓଡିଆ ବାଇବେଲ12 ପୁଣି, ସେହି ସୀମା ଯର୍ଦ୍ଦନ ଦେଇ ଯିବ ଓ ଲବଣ ସମୁଦ୍ର ନିକଟରେ ତହିଁର ଶେଷ ହେବ; ଏହି ଚତୁଃସୀମାନୁସାରେ ତୁମ୍ଭମାନଙ୍କର ଦେଶ ହେବ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପୁଣି, ସେହି ସୀମା ଯର୍ଦ୍ଦନ ଦେଇ ଯିବ ଓ ଲବଣ ସମୁଦ୍ର ନିକଟରେ ତହିଁର ଶେଷ ହେବ; ଏହି ଚତୁଃସୀମାନୁସାରେ ତୁମ୍ଭମାନଙ୍କର ଦେଶ ହେବ।’” Viz kapitola |