ଗଣନା ପୁସ୍ତକ 34:4 - ପବିତ୍ର ବାଇବଲ4 ପୁଣି ତୁମ୍ଭମାନଙ୍କର ସୀମା ଦକ୍ଷିଣ ଦିଗରୁ ଫେରି ଅକ୍ରବ୍ବୀମ ଘାଟ ଦେଇ ସୀନ୍ ପର୍ଯ୍ୟନ୍ତ ଯିବ ଓ ସେଠାରୁ କାଦେଶ ବର୍ଣ୍ଣୟେର ଦକ୍ଷିଣ ଦେଇ ହତ୍ସର-ଅଦରକୁ ଆସି ଅସ୍ମୋନ ପର୍ଯ୍ୟନ୍ତ ଯିବ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ପୁଣି ତୁମ୍ଭମାନଙ୍କର ସୀମା ଦକ୍ଷିଣ ଦିଗରୁ ଫେରି ଅକ୍ରବ୍ବୀମ ଘାଟ ଦେଇ ସିନ୍ ପର୍ଯ୍ୟନ୍ତ ଯିବ ଓ ସେଠାରୁ କାଦେଶ-ବର୍ଣ୍ଣେୟର ଦକ୍ଷିଣ ଦେଇ ହତ୍ସର-ଅଦରକୁ ଆସି ଅସ୍ମୋନ ପର୍ଯ୍ୟନ୍ତ ଯିବ। Viz kapitolaଓଡିଆ ବାଇବେଲ4 ପୁଣି, ତୁମ୍ଭମାନଙ୍କର ସୀମା ଦକ୍ଷିଣ ଦିଗରୁ ଫେରି ଅକ୍ରବ୍ବୀମ ଘାଟ ଦେଇ ସୀନ୍ ପର୍ଯ୍ୟନ୍ତ ଯିବ ଓ ସେଠାରୁ କାଦେଶ-ବର୍ଣ୍ଣେୟର ଦକ୍ଷିଣ ଦେଇ ହତ୍ସର-ଅଦରକୁ ଆସି ଅସ୍ମୋନ ପର୍ଯ୍ୟନ୍ତ ଯିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପୁଣି, ତୁମ୍ଭମାନଙ୍କର ସୀମା ଦକ୍ଷିଣ ଦିଗରୁ ଫେରି ଅକ୍ରବ୍ବୀମ ଘାଟ ଦେଇ ସୀନ୍ ପର୍ଯ୍ୟନ୍ତ ଯିବ ଓ ସେଠାରୁ କାଦେଶ-ବର୍ଣ୍ଣେୟର ଦକ୍ଷିଣ ଦେଇ ହତ୍ସର-ଅଦରକୁ ଆସି ଅସ୍ମୋନ ପର୍ଯ୍ୟନ୍ତ ଯିବ। Viz kapitola |