ଗଣନା ପୁସ୍ତକ 35:12 - ପବିତ୍ର ବାଇବଲ12 ଏହି ନଗରଗୁଡ଼ିକ ହତ୍ୟାକାରୀ ପାଇଁ ନିରାପଦ ଅଟେ, ସେହି ବ୍ୟକ୍ତିମାନଙ୍କଠାରୁ ଯେଉଁମାନଙ୍କର ଦାୟିତ୍ୱ ହତ୍ୟାକାରୀକୁ ଦଣ୍ତିତ କରିବା, ହତ୍ୟାକାରୀକୁ ମଣ୍ତଳୀ ନିକଟରେ ବିଗ୍ଭର ପାଇଁ ଉପସ୍ଥିତ ନକଲା ପର୍ଯ୍ୟନ୍ତ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ପୁଣି ନରହତ୍ୟାକାରୀ ବିଚାରାର୍ଥେ ମଣ୍ତଳୀ ସମ୍ମୁଖରେ ଉପସ୍ଥିତ ହେବା ପର୍ଯ୍ୟନ୍ତ ଯେପରି ନ ମରେ, ଏଥିପାଇଁ ସେହି ନଗରମାନ ପ୍ରତିହନ୍ତାଠାରୁ ତୁମ୍ଭମାନଙ୍କ ପ୍ରତି ଆଶ୍ରୟସ୍ଥାନ ହେବ; Viz kapitolaଓଡିଆ ବାଇବେଲ12 ପୁଣି, ନରହତ୍ୟାକାରୀ ବିଚାରାର୍ଥେ ମଣ୍ଡଳୀ ସମ୍ମୁଖରେ ଉପସ୍ଥିତ ହେବା ପର୍ଯ୍ୟନ୍ତ ଯେପରି ନ ମରେ, ଏଥିପାଇଁ ସେହି ନଗରମାନ ପ୍ରତିହନ୍ତାଠାରୁ ତୁମ୍ଭମାନଙ୍କ ପ୍ରତି ଆଶ୍ରୟ ସ୍ଥାନ ହେବ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପୁଣି, ନରହତ୍ୟାକାରୀ ବିଚାରାର୍ଥେ ମଣ୍ଡଳୀ ସମ୍ମୁଖରେ ଉପସ୍ଥିତ ହେବା ପର୍ଯ୍ୟନ୍ତ ଯେପରି ନ ମରେ, ଏଥିପାଇଁ ସେହି ନଗରମାନ ପ୍ରତିହନ୍ତାଠାରୁ ତୁମ୍ଭମାନଙ୍କ ପ୍ରତି ଆଶ୍ରୟ ସ୍ଥାନ ହେବ; Viz kapitola |