Online Bible

- Reklamy -




ଗଣନା ପୁସ୍ତକ 35:17 - ପବିତ୍ର ବାଇବଲ

17 ଆଉ ଯେଉଁ ପଥରଦ୍ୱାରା ଜଣକର ମୃତ୍ୟୁ ହୋଇପାରିବ, ସେପରି ଏକ ପଥର ଦ୍ୱାରା ଯଦି କେହି କାହାରିକୁ ଆଘାତ କରି ମାରିଦିଏ, ତେବେ ସେ ନରହତ୍ୟାକାରୀ ଓ ତା'ର ଅବଶ୍ୟ ପ୍ରାଣଦଣ୍ତ ହେବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ଆଉ ଯାହା ଦ୍ଵାରା ମନୁଷ୍ୟ ମରିପାରେ, ଏପରି ପଥର ହସ୍ତରେ ନେଇ ଯେବେ ସେ କାହାକୁ ଆଘାତ କରେ ଓ ତହିଁରେ ସେ ମରେ, ତେବେ ସେ ନରହତ୍ୟାକାରୀ; ସେହି ନରହତ୍ୟାକାରୀର ଅବଶ୍ୟ ପ୍ରାଣଦଣ୍ତ ହେବ।

Viz kapitola kopírovat

ଓଡିଆ ବାଇବେଲ

17 ଆଉ ଯାହା ଦ୍ୱାରା ମନୁଷ୍ୟ ମରିପାରେ, ଏପରି ପଥର ହସ୍ତରେ ନେଇ ଯଦି ସେ କାହାକୁ ଆଘାତ କରେ ଓ ତହିଁରେ ସେ ମରେ, ତେବେ ସେ ନରହତ୍ୟାକାରୀ; ସେହି ନରହତ୍ୟାକାରୀର ଅବଶ୍ୟ ପ୍ରାଣଦଣ୍ଡ ହେବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଆଉ ଯାହା ଦ୍ୱାରା ମନୁଷ୍ୟ ମରିପାରେ, ଏପରି ପଥର ହସ୍ତରେ ନେଇ ଯଦି ସେ କାହାକୁ ଆଘାତ କରେ ଓ ତହିଁରେ ସେ ମରେ, ତେବେ ସେ ନରହତ୍ୟାକାରୀ; ସେହି ନରହତ୍ୟାକାରୀର ଅବଶ୍ୟ ପ୍ରାଣଦଣ୍ଡ ହେବ।

Viz kapitola kopírovat




ଗଣନା ପୁସ୍ତକ 35:17

Následuj nás:

Reklamy


Reklamy