ଗଣନା ପୁସ୍ତକ 35:2 - ପବିତ୍ର ବାଇବଲ2 “ଇସ୍ରାଏଲର ଲୋକମାନଙ୍କୁ ଏହି ଆଜ୍ଞା ଦିଅ, ସେମାନେ ଆପଣା ଆପଣା ଅଧିକୃତ ଭାଗରୁ କେତେକ ବସତି ନଗର ଲେବୀୟମାନଙ୍କୁ ଦିଅନ୍ତୁ। ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ସେହି ନଗରମାନ ଓ ସେ ସବୁର ଚତୁର୍ଦ୍ଦିଗସ୍ଥ ଗ୍ଭରଣଭୂମି ଦେବ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଏହି ଆଜ୍ଞା ଦିଅ; ସେମାନେ ଆପଣା ଆପଣା ଅଧିକୃତ ବାଣ୍ଟରୁ କେତେକ ବସତି ନଗର ଲେବୀୟମାନଙ୍କୁ ଦିଅନ୍ତୁ, ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ସେହି ନଗରମାନର ତଳିଭୂମି ନିମନ୍ତେ ସେସବୁର ଚତୁର୍ଦ୍ଦିଗସ୍ଥ ଭୂମି ଦେବ। Viz kapitolaଓଡିଆ ବାଇବେଲ2 “ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ ଏହି ଆଜ୍ଞା ଦିଅ; ସେମାନେ ଆପଣା ଆପଣା ଅଧିକୃତ ବାଣ୍ଟରୁ କେତେକ ବସତି ନଗର ଲେବୀୟମାନଙ୍କୁ ଦିଅନ୍ତୁ, ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ସେହି ନଗରମାନର ତଳିଭୂମି ନିମନ୍ତେ ସେସବୁର ଚତୁର୍ଦ୍ଦିଗସ୍ଥ ଭୂମି ଦେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଏହି ଆଜ୍ଞା ଦିଅ; ସେମାନେ ଆପଣା ଆପଣା ଅଧିକୃତ ବାଣ୍ଟରୁ କେତେକ ବସତି-ନଗର ଲେବୀୟମାନଙ୍କୁ ଦିଅନ୍ତୁ, ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ସେହି ନଗରମାନର ତଳିଭୂମି ନିମନ୍ତେ ସେସବୁର ଚତୁର୍ଦ୍ଦିଗସ୍ଥ ଭୂମି ଦେବ। Viz kapitola |