ଗଣନା ପୁସ୍ତକ 35:25 - ପବିତ୍ର ବାଇବଲ25 ଆଉ ମଣ୍ତଳୀ ରକ୍ତର ପ୍ରତିହନ୍ତାର ହସ୍ତରୁ ସେହି ନରହତ୍ୟାକାରୀକି ଉଦ୍ଧାର କରିବେ, ପୁଣି ସେ ଯେଉଁ ସ୍ଥାନକୁ ପଳାଇ ଯାଇଥିଲା ସେହି ଆଶ୍ରୟ ନଗରରେ ମଣ୍ତଳୀ ପୁନର୍ବାର ତାହାକୁ ପହଞ୍ଚାଇ ଦେବେ; ଆଉ ଯେଉଁ ପର୍ଯ୍ୟନ୍ତ ପବିତ୍ର ତୈଳର ଅଭିଷିକ୍ତ ମହାଯାଜକର ମୃତ୍ୟୁ ନ ହୁଏ, ସେ ପର୍ଯ୍ୟନ୍ତ ସେ ସେହି ସ୍ଥାନରେ ବାସ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)25 ଆଉ ମଣ୍ତଳୀ ରକ୍ତର ପ୍ରତିହନ୍ତାର ହସ୍ତରୁ ସେହି ନରହତ୍ୟାକାରୀକି ଉଦ୍ଧାର କରିବେ; ପୁଣି ସେ ଯେଉଁ ସ୍ଥାନକୁ ପଳାଇ ଯାଇଥିଲା, ସେହି ଆଶ୍ରୟ ନଗରରେ ମଣ୍ତଳୀ ପୁନର୍ବାର ତାହାକୁ ପହୁଞ୍ଚାଇ ଦେବେ ଓ ଯେପର୍ଯ୍ୟନ୍ତ ପବିତ୍ର ତୈଳରେ ଅଭିଷିକ୍ତ ମହାଯାଜକର ମୃତ୍ୟୁ ନ ହୁଏ, ସେ ପର୍ଯ୍ୟନ୍ତ ସେ ସେହି ସ୍ଥାନରେ ବାସ କରିବ। Viz kapitolaଓଡିଆ ବାଇବେଲ25 ଆଉ ମଣ୍ଡଳୀ ରକ୍ତର ପ୍ରତିହନ୍ତାର ହସ୍ତରୁ ସେହି ନରହତ୍ୟାକାରୀକୁ ଉଦ୍ଧାର କରିବେ; ପୁଣି, ସେ ଯେଉଁ ସ୍ଥାନକୁ ପଳାଇ ଯାଇଥିଲା, ସେହି ଆଶ୍ରୟ ନଗରରେ ମଣ୍ଡଳୀ ପୁନର୍ବାର ତାହାକୁ ପହୁଞ୍ଚାଇ ଦେବେ ଓ ଯେପର୍ଯ୍ୟନ୍ତ ପବିତ୍ର ତୈଳରେ ଅଭିଷିକ୍ତ ମହାଯାଜକର ମୃତ୍ୟୁୁ ନ ହୁଏ, ସେ ପର୍ଯ୍ୟନ୍ତ ସେ ସେହି ସ୍ଥାନରେ ବାସ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଆଉ ମଣ୍ଡଳୀ ରକ୍ତର ପ୍ରତିହନ୍ତାର ହସ୍ତରୁ ସେହି ନରହତ୍ୟାକାରୀକୁ ଉଦ୍ଧାର କରିବେ; ପୁଣି, ସେ ଯେଉଁ ସ୍ଥାନକୁ ପଳାଇ ଯାଇଥିଲା, ସେହି ଆଶ୍ରୟ ନଗରରେ ମଣ୍ଡଳୀ ପୁନର୍ବାର ତାହାକୁ ପହୁଞ୍ଚାଇ ଦେବେ ଓ ଯେପର୍ଯ୍ୟନ୍ତ ପବିତ୍ର ତୈଳରେ ଅଭିଷିକ୍ତ ମହାଯାଜକର ମୃତ୍ୟୁୁ ନ ହୁଏ, ସେ ପର୍ଯ୍ୟନ୍ତ ସେ ସେହି ସ୍ଥାନରେ ବାସ କରିବ। Viz kapitola |