ଗଣନା ପୁସ୍ତକ 35:33 - ପବିତ୍ର ବାଇବଲ33 “ତୁମ୍ଭେମାନେ ତୁମ୍ଭମାନଙ୍କର ଦେଶକୁ କଳୁଷିତ କର ନାହିଁ। ନରହତ୍ୟାକାରୀର ମୃତ୍ୟୁ ବ୍ୟତୀତ କୌଣସି ପ୍ରକାର ପ୍ରାପ୍ୟ ଦେଶର ପାପକୁ ଧୋଇ ପାରିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)33 ଏହିରୂପେ ତୁମ୍ଭେମାନେ ଆପଣାମାନଙ୍କ ନିବାସ ଦେଶ ଅପବିତ୍ର କରିବ ନାହିଁ; କାରଣ ରକ୍ତ ହିଁ ଦେଶକୁ ଅପବିତ୍ର କରେ; ଆଉ ଦେଶରେ ଯେଉଁ ରକ୍ତପାତ ହୁଏ, ରକ୍ତପାତୀର ରକ୍ତ ବିନା ତହିଁ ନିମନ୍ତେ କୌଣସି ପ୍ରାୟଶ୍ଚିତ୍ତ କରାଯାଇ ନ ପାରେ। Viz kapitolaଓଡିଆ ବାଇବେଲ33 ଏହିରୂପେ ତୁମ୍ଭେମାନେ ଆପଣାମାନଙ୍କ ନିବାସ ଦେଶ ଅପବିତ୍ର କରିବ ନାହିଁ; କାରଣ ରକ୍ତ ହିଁ ଦେଶକୁ ଅପବିତ୍ର କରେ; ଆଉ ଦେଶରେ ଯେଉଁ ରକ୍ତପାତ ହୁଏ, ରକ୍ତପାତୀର ରକ୍ତ ବିନା ତହିଁ ନିମନ୍ତେ କୌଣସି ପ୍ରାୟଶ୍ଚିତ୍ତ କରାଯାଇ ନ ପାରେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ଏହିରୂପେ ତୁମ୍ଭେମାନେ ଆପଣାମାନଙ୍କ ନିବାସ ଦେଶ ଅପବିତ୍ର କରିବ ନାହିଁ; କାରଣ ରକ୍ତ ହିଁ ଦେଶକୁ ଅପବିତ୍ର କରେ; ଆଉ ଦେଶରେ ଯେଉଁ ରକ୍ତପାତ ହୁଏ, ରକ୍ତପାତୀର ରକ୍ତ ବିନା ତହିଁ ନିମନ୍ତେ କୌଣସି ପ୍ରାୟଶ୍ଚିତ୍ତ କରାଯାଇ ନ ପାରେ। Viz kapitola |