ଗଣନା ପୁସ୍ତକ 36:6 - ପବିତ୍ର ବାଇବଲ6 ସଦାପ୍ରଭୁ ସଲଫାଦରଙ୍କ କନ୍ୟାମାନଙ୍କ ସମ୍ବନ୍ଧରେ ଏହି ନିଷ୍ପତ୍ତି ଦେଇ, ତୁମ୍ଭେ ନିଜ ଇଚ୍ଛା ଅନୁସାରେ କେହି ଜଣଙ୍କୁ ବିବାହ କରିପାର, କିନ୍ତୁ ନିଜ ପିତୃ ପରିବାରବର୍ଗର କୌଣସି ବ୍ୟକ୍ତିଙ୍କୁ ବିବାହ କରିବା ଉଚିତ୍। Viz kapitolaପବିତ୍ର ବାଇବଲ (Re-edited) - (BSI)6 ସଦାପ୍ରଭୁ ସଲଫାଦର କନ୍ୟାମାନଙ୍କ ବିଷୟରେ ଏହି ଆଜ୍ଞା ଦେଉଅଛନ୍ତି, ସେମାନେ ଯେଉଁମାନଙ୍କୁ ଅତି ଭଲ ବିଚାର କରନ୍ତି, ସେମାନଙ୍କୁ ବିବାହ ହେଉନ୍ତୁ; କିନ୍ତୁ କେବଳ ସେମାନେ ଆପଣା ପିତୃବଂଶୀୟ କୌଣସି ବଂଶ ମଧ୍ୟରେ ବିବାହ କରିବେ। Viz kapitolaଓଡିଆ ବାଇବେଲ6 ସଦାପ୍ରଭୁ ସଲଫାଦର କନ୍ୟାମାନଙ୍କ ବିଷୟରେ ଏହି ଆଜ୍ଞା ଦେଉଅଛନ୍ତି, ସେମାନେ ଯେଉଁମାନଙ୍କୁ ଅତି ଭଲ ବିଚାର କରନ୍ତି, ସେମାନଙ୍କୁ ବିବାହ ହେଉନ୍ତୁ; କିନ୍ତୁ କେବଳ ସେମାନେ ଆପଣା ପିତୃବଂଶୀୟ କୌଣସି ବଂଶ ମଧ୍ୟରେ ବିବାହ କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସଦାପ୍ରଭୁ ସଲଫାଦର କନ୍ୟାମାନଙ୍କ ବିଷୟରେ ଏହି ଆଜ୍ଞା ଦେଉଅଛନ୍ତି, ସେମାନେ ଯେଉଁମାନଙ୍କୁ ଅତି ଭଲ ବିଚାର କରନ୍ତି, ‘ସେମାନଙ୍କୁ ବିବାହ ହେଉନ୍ତୁ; କିନ୍ତୁ କେବଳ ସେମାନେ ଆପଣା ପିତୃବଂଶୀୟ କୌଣସି ବଂଶ ମଧ୍ୟରେ ବିବାହ କରିବେ।’ Viz kapitola |