Online Bible

- Reklamy -




ଗଣନା ପୁସ୍ତକ 4:26 - ପବିତ୍ର ବାଇବଲ

26 ଆଉ ପ୍ରାଙ୍ଗଣର ପରଦା ଯାହା ପବିତ୍ର ତମ୍ବୁକୁ ଆଚ୍ଛାଦନ କରେ ଏବଂ ଯଜ୍ଞବେଦି, ପ୍ରବେଶ ଫାଟକର ପରଦା ତହିଁର ରଜ୍ଜୁ ଓ ତହିଁର ସେବାର୍ଥକ ସମସ୍ତ ଦ୍ରବ୍ୟ ବହନ କରିବେ ଓ ସେହିସବୁରେ ଯେଉଁ କାର୍ଯ୍ୟ କରିବାକୁ ହୁଏ ତାହା ସବୁ କରିବା ଉଚିତ୍।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

26 ଆଉ ପ୍ରାଙ୍ଗଣର ପରଦାସକଳ ଓ ଆବାସର ଓ ବେଦିର ଚତୁର୍ଦ୍ଦିଗସ୍ଥିତ ପ୍ରାଙ୍ଗଣ ଦ୍ଵାରର ଆଚ୍ଛାଦନବସ୍ତ୍ର ଓ ତହିଁର ରଜ୍ଜୁ ଓ ତହିଁର ସେବାର୍ଥକ ସମସ୍ତ ଦ୍ରବ୍ୟ ବହିବେ ଓ ସେହି ସବୁରେ ଯେ ଯେ କାର୍ଯ୍ୟ କରିବାକୁ ହୁଏ, ତାହାସବୁ କରିବେ।

Viz kapitola kopírovat

ଓଡିଆ ବାଇବେଲ

26 ଆଉ ପ୍ରାଙ୍ଗଣର ପରଦାସକଳ, ଆବାସର ଓ ବେଦିର ଚତୁର୍ଦ୍ଦିଗସ୍ଥିତ ପ୍ରାଙ୍ଗଣ ଦ୍ୱାରର ଆଚ୍ଛାଦନ ବସ୍ତ୍ର, ତହିଁର ରଜ୍ଜୁ ଓ ତହିଁର ସେବାର୍ଥକ ସମସ୍ତ ଦ୍ରବ୍ୟ ବହିବେ ଓ ସେହି ସବୁରେ ଯେଉଁ ଯେଉଁ କାର୍ଯ୍ୟ କରିବାକୁ ହୁଏ, ତାହାସବୁ କରିବେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ଆଉ ପ୍ରାଙ୍ଗଣର ପରଦାସକଳ, ଆବାସର ଓ ବେଦିର ଚତୁର୍ଦ୍ଦିଗସ୍ଥିତ ପ୍ରାଙ୍ଗଣ ଦ୍ୱାରର ଆଚ୍ଛାଦନ ବସ୍ତ୍ର, ତହିଁର ରଜ୍ଜୁ ଓ ତହିଁର ସେବାର୍ଥକ ସମସ୍ତ ଦ୍ରବ୍ୟ ବହିବେ ଓ ସେହି ସବୁରେ ଯେଉଁ ଯେଉଁ କାର୍ଯ୍ୟ କରିବାକୁ ହୁଏ, ତାହାସବୁ କରିବେ।

Viz kapitola kopírovat




ଗଣନା ପୁସ୍ତକ 4:26

Následuj nás:

Reklamy


Reklamy