ଗଣନା ପୁସ୍ତକ 4:37 - ପବିତ୍ର ବାଇବଲ37 ଏହିମାନେ କହାତୀୟ ବଂଶର ଲୋକ ଯେଉଁମାନେ ସମାଗମ-ତମ୍ବୁରେ ସେବାକାର୍ଯ୍ୟରେ ନିଯୁକ୍ତି ହେଲେ, ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ମୋଶା ଓ ହାରୋଣ ସେମାନଙ୍କୁ ଗଣନା କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)37 ଏମାନେ କହାତୀୟ ବଂଶର ଗଣିତ ଓ ସମାଗମ-ତମ୍ଵୁର ସେବାକର୍ମରେ ନିଯୁକ୍ତ ଲୋକ; ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଓ ହାରୋଣ ଏମାନଙ୍କୁ ଗଣନା କଲେ। Viz kapitolaଓଡିଆ ବାଇବେଲ37 ଏମାନେ କହାତୀୟ ବଂଶର ଗଣିତ ଓ ସମାଗମ-ତମ୍ବୁର ସେବାକର୍ମରେ ନିଯୁକ୍ତ ଲୋକ; ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଓ ହାରୋଣ ଏମାନଙ୍କୁ ଗଣନା କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 ଏମାନେ କହାତୀୟ ବଂଶର ଗଣିତ ଓ ସମାଗମ-ତମ୍ବୁର ସେବାକର୍ମରେ ନିଯୁକ୍ତ ଲୋକ; ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଓ ହାରୋଣ ଏମାନଙ୍କୁ ଗଣନା କଲେ। Viz kapitola |