ଗଣନା ପୁସ୍ତକ 5:17 - ପବିତ୍ର ବାଇବଲ17 ଯାଜକ ଗୋଟିଏ ମାଟି ପାତ୍ରରେ ପବିତ୍ର ଜଳ ନେବ ଓ କିଛି ଧୂଳି ପବିତ୍ର ତମ୍ବୁର ଚଟାଣରୁ ନେଇ ପାଣିରେ ପକାଇବ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ପୁଣି ଯାଜକ ମୃତ୍ତିକାପାତ୍ରରେ ପବିତ୍ର ଜଳ ନେବ ଓ ଯାଜକ ଆବାସର ଚଟାଣରୁ ଧୂଳି ନେଇ ସେହି ଜଳରେ ପକାଇବ। Viz kapitolaଓଡିଆ ବାଇବେଲ17 ପୁଣି, ଯାଜକ ମୃତ୍ତିକା ପାତ୍ରରେ ପବିତ୍ର ଜଳ ନେବ ଓ ଯାଜକ ଆବାସର ଚଟାଣରୁ ଧୂଳି ନେଇ ସେହି ଜଳରେ ପକାଇବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ପୁଣି, ଯାଜକ ମୃତ୍ତିକା ପାତ୍ରରେ ପବିତ୍ର ଜଳ ନେବ ଓ ଯାଜକ ଆବାସର ଚଟାଣରୁ ଧୂଳି ନେଇ ସେହି ଜଳରେ ପକାଇବ। Viz kapitola |