ଗଣନା ପୁସ୍ତକ 5:24 - ପବିତ୍ର ବାଇବଲ24 ତା'ପରେ ଯାଜକ ସେହି ସ୍ତ୍ରୀକୁ ଶାପଜନକ ତିକ୍ତଜଳ ପିଆଇବ। ତହିଁରେ ସେହି ଶାପଜନକ ତିକ୍ତଜଳ ତା'ର ଉଦରରେ ପ୍ରବେଶ କରିବ ଏବଂ କଷ୍ଟ ଦେବାର କାରଣ ହେବ, ଯଦି ସେ ଦୋଷୀ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ତହୁଁ ସେ ସେହି ସ୍ତ୍ରୀକି ଶାପଜନକ ତିକ୍ତ ଜଳ ପିଆଇବ; ତହିଁରେ ସେହି ଶାପଜନକ ଜଳ ତାହା ଉଦରରେ ପ୍ରବେଶ କରି ତିକ୍ତ ହେବ। Viz kapitolaଓଡିଆ ବାଇବେଲ24 ତହୁଁ ସେ ସେହି ସ୍ତ୍ରୀକୁ ଅଭିଶାପଜନକ ତିକ୍ତ ଜଳ ପିଆଇବ; ତହିଁରେ ସେହି ଅଭିଶାପଜନକ ଜଳ ତାହା ଉଦରରେ ପ୍ରବେଶ କରି ତିକ୍ତ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ତହୁଁ ସେ ସେହି ସ୍ତ୍ରୀକୁ ଅଭିଶାପଜନକ ତିକ୍ତ ଜଳ ପିଆଇବ; ତହିଁରେ ସେହି ଅଭିଶାପଜନକ ଜଳ ତାହା ଉଦରରେ ପ୍ରବେଶ କରି ତିକ୍ତ ହେବ। Viz kapitola |