Online Bible

- Reklamy -




ଗଣନା ପୁସ୍ତକ 7:87 - ପବିତ୍ର ବାଇବଲ

87 ହୋମବଳି ନିମନ୍ତେ ସମୁଦାୟ ବାରଟି ଗୋରୁ, ବାରଟି ମେଷ ଓ ଏକବର୍ଷୀୟ ବାରଟି ମେଷବତ୍ସ, ଏବଂ ଏହିସବୁ ବଳିଦାନ ସହିତ ଶସ୍ୟ ନୈବେଦ୍ୟ ମଧ୍ୟ ଯିବ। ପାପାର୍ଥକ ବଳିଦାନ ନିମନ୍ତେ ବା ରୋଟୀ ଛାଗ ଥିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

87 ହୋମ ନିମନ୍ତେ ସମୁଦାୟ ଦ୍ଵାଦଶ ଗୋରୁ ଓ ଦ୍ଵାଦଶ ମେଷ ଓ ଏକବର୍ଷୀୟ ଦ୍ଵାଦଶ ମେଷବତ୍ସ ଓ ସେସବୁର ଭକ୍ଷ୍ୟ-ନୈବେଦ୍ୟ; ଆଉ ପାପାର୍ଥକ ବଳିଦାନ ନିମନ୍ତେ ଦ୍ଵାଦଶ ଛାଗ;

Viz kapitola kopírovat

ଓଡିଆ ବାଇବେଲ

87 ହୋମ ନିମନ୍ତେ ସମୁଦାୟ ଦ୍ୱାଦଶ ଗୋରୁ, ଦ୍ୱାଦଶ ମେଷ, ଏକବର୍ଷୀୟ ଦ୍ୱାଦଶ ମେଷବତ୍ସ ଓ ସେସବୁର ଭକ୍ଷ୍ୟ-ନୈବେଦ୍ୟ; ଆଉ ପାପାର୍ଥକ ବଳିଦାନ ନିମନ୍ତେ ଦ୍ୱାଦଶ ଛାଗ;

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

87 ହୋମ ନିମନ୍ତେ ସମୁଦାୟ ଦ୍ୱାଦଶ ଗୋରୁ, ଦ୍ୱାଦଶ ମେଷ, ଏକ ବର୍ଷୀୟ ଦ୍ୱାଦଶ ମେଷବତ୍ସ ଓ ସେସବୁର ଭକ୍ଷ୍ୟ ନୈବେଦ୍ୟ; ଆଉ ପାପାର୍ଥକ ବଳିଦାନ ନିମନ୍ତେ ଦ୍ୱାଦଶ ଛାଗ;

Viz kapitola kopírovat




ଗଣନା ପୁସ୍ତକ 7:87

Následuj nás:

Reklamy


Reklamy