ଗଣନା ପୁସ୍ତକ 8:17 - ପବିତ୍ର ବାଇବଲ17 ସେହି ଦିନ ମୁଁ ମିଶରର ସମସ୍ତ ପ୍ରଥମଜାତ ସନ୍ତାନମାନଙ୍କୁ ହତ୍ୟା କଲି, ମୁଁ ଇସ୍ରାଏଲର ପ୍ରଥମଜାତ ସନ୍ତାନଙ୍କୁ ମୋ’ ନିମନ୍ତେ ପବିତ୍ର କଲି। ଏଣୁ ସମସ୍ତ ଇସ୍ରାଏଲର ପ୍ରଥମଜାତ ଉଭୟ ମନୁଷ୍ୟ ଓ ପଶୁଗୁଡ଼ିକ ମୋର ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ଯେହେତୁ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ମନୁଷ୍ୟ ଓ ପଶୁ, ଉଭୟର ସମସ୍ତ ପ୍ରଥମଜାତ ଆମ୍ଭର; ମିସର ଦେଶର ସମସ୍ତ ପ୍ରଥମଜାତଙ୍କୁ ଆଘାତ କରିବା ଦିନ ଆମ୍ଭେ ସେମାନଙ୍କୁ ଆପଣା ନିମନ୍ତେ ପବିତ୍ର କଲୁ। Viz kapitolaଓଡିଆ ବାଇବେଲ17 ଯେହେତୁ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ମନୁଷ୍ୟ ଓ ପଶୁ, ଉଭୟର ସମସ୍ତ ପ୍ରଥମଜାତ ଆମ୍ଭର ମିସର ଦେଶର ସମସ୍ତ ପ୍ରଥମଜାତଙ୍କୁ ଆଘାତ କରିବା ଦିନ ଆମ୍ଭେ ସେମାନଙ୍କୁ ଆପଣା ନିମନ୍ତେ ପବିତ୍ର କଲୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଯେହେତୁ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ମନୁଷ୍ୟ ଓ ପଶୁ, ଉଭୟର ସମସ୍ତ ପ୍ରଥମଜାତ ଆମ୍ଭର ମିସର ଦେଶର ସମସ୍ତ ପ୍ରଥମଜାତଙ୍କୁ ଆଘାତ କରିବା ଦିନ ଆମ୍ଭେ ସେମାନଙ୍କୁ ଆପଣା ନିମନ୍ତେ ପବିତ୍ର କଲୁ। Viz kapitola |