ଗଣନା ପୁସ୍ତକ 8:26 - ପବିତ୍ର ବାଇବଲ26 ତଥାପି ସେମାନେ ପଗ୍ଭଶ୍ ବର୍ଷ ବୟସରେ ମଧ୍ୟ ସମାଗମ-ତମ୍ବୁରେ ଆପଣା ଭ୍ରାତାମାନଙ୍କୁ ସେବାକାର୍ଯ୍ୟରେ ସାହାଯ୍ୟ କରିବେ। କିନ୍ତୁ ସେମାନେ ନିଜ ମତାମତ ଅନୁସାରେ କାର୍ଯ୍ୟ କରିବା ଉଚିତ୍ ନୁହେଁ। ଏହିରୂପେ ତୁମ୍ଭେ ଲେବୀୟମାନଙ୍କ ରକ୍ଷଣୀୟ ବିଷୟରେ ସେମାନଙ୍କ ପ୍ରତି ଉଚିତ୍ କରିବ।” Viz kapitolaପବିତ୍ର ବାଇବଲ (Re-edited) - (BSI)26 ତଥାପି ସେମାନେ ରକ୍ଷଣୀୟ ରକ୍ଷା କରିବାରେ ସମାଗମ-ତମ୍ଵୁରେ ଆପଣା ଆପଣା ଭ୍ରାତା ସହିତ ସେବାକର୍ମ କରିବେ ଓ ଅନ୍ୟ ସେବା କରିବେ ନାହିଁ; ଲେବୀୟମାନଙ୍କ ରକ୍ଷଣୀୟ ବିଷୟରେ ତୁମ୍ଭେ ସେମାନଙ୍କ ପ୍ରତି ଏରୂପ କରିବ। Viz kapitolaଓଡିଆ ବାଇବେଲ26 ତଥାପି ସେମାନେ ରକ୍ଷଣୀୟ ରକ୍ଷା କରିବାରେ ସମାଗମ-ତମ୍ବୁରେ ଆପଣା ଆପଣା ଭ୍ରାତା ସହିତ ସେବାକର୍ମ କରିବେ ଓ ଅନ୍ୟ ସେବା କରିବେ ନାହିଁ; ଲେବୀୟମାନଙ୍କ ରକ୍ଷଣୀୟ ବିଷୟରେ ତୁମ୍ଭେ ସେମାନଙ୍କ ପ୍ରତି ଏରୂପ କରିବ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ତଥାପି ସେମାନେ ରକ୍ଷଣୀୟ ରକ୍ଷା କରିବାରେ ସମାଗମ-ତମ୍ବୁରେ ଆପଣା ଆପଣା ଭ୍ରାତା ସହିତ ସେବାକର୍ମ କରିବେ ଓ ଅନ୍ୟ ସେବା କରିବେ ନାହିଁ; ଲେବୀୟମାନଙ୍କ ରକ୍ଷଣୀୟ ବିଷୟରେ ତୁମ୍ଭେ ସେମାନଙ୍କ ପ୍ରତି ଏରୂପ କରିବ।” Viz kapitola |