ଗଣନା ପୁସ୍ତକ 8:3 - ପବିତ୍ର ବାଇବଲ3 ହାରୋଣ ସେହିପରି କଲେ, ଯେପରି ତାଙ୍କୁ ନିର୍ଦ୍ଦେଶ ଦେଇଥିଲେ। ସେ ପ୍ରଦୀପ ଗୁଡ଼ିକୁ ସଜାଡ଼ିଲେ, ଯେଉଁଥିପାଇଁ ସେଗୁଡ଼ିକ ଦୀପରୁଖାର ସମ୍ମୁଖ ସ୍ଥାନକୁ ଆଲୋକିତ କରି ପାରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ତହିଁରେ ହାରୋଣ ସେହିରୂପ କଲେ; ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ, ଯେପରି ଦୀପବୃକ୍ଷର ସମ୍ମୁଖ ଭାଗରେ ଆଲୁଅ ହେବ, ସେ ସେହିପରି ଦୀପମାନ ଜ୍ଵଳାଇଲେ। Viz kapitolaଓଡିଆ ବାଇବେଲ3 ତହିଁରେ ହାରୋଣ ସେହିରୂପ କଲେ; ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ, ଯେପରି ଦୀପବୃକ୍ଷର ସମ୍ମୁଖ ଭାଗରେ ଆଲୁଅ ହେବ, ସେ ସେହିପରି ଦୀପମାନ ଜ୍ୱଳାଇଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତହିଁରେ ହାରୋଣ ସେହିରୂପ କଲେ; ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ, ଯେପରି ଦୀପବୃକ୍ଷର ସମ୍ମୁଖ ଭାଗରେ ଆଲୁଅ ହେବ, ସେ ସେହିପରି ଦୀପମାନ ଜ୍ୱଳାଇଲେ। Viz kapitola |